ନନ୍ଦପୁର ସିଡିପିଓ ନିଲମ୍ବିତ

କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କୋରାପୁଟ ଜିଲ୍ଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ନିଲମ୍ବିତ କରିଛନ୍ତି କୋରାପୁଟ ଜିଲ୍ଲାପାଳ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବେ ଓ ଉପଜିଲ୍ଲାପାଳଙ୍କୁ ନ ଜଣାଇ କୁଆଡ଼େ ଯାଇପାରିବେ ନାହିଁ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଗତମାସ ୨୭ରେ ବିଲ୍ ପାସ୍ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ନେଉଥିବା […]

cdpo

cdpo

Niharika Rout
  • Published: Friday, 20 November 2020
  • Updated: 20 November 2020, 02:42 PM IST

Sports

Latest News

କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କୋରାପୁଟ ଜିଲ୍ଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ନିଲମ୍ବିତ କରିଛନ୍ତି କୋରାପୁଟ ଜିଲ୍ଲାପାଳ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବେ ଓ ଉପଜିଲ୍ଲାପାଳଙ୍କୁ ନ ଜଣାଇ କୁଆଡ଼େ ଯାଇପାରିବେ ନାହିଁ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଗତମାସ ୨୭ରେ ବିଲ୍ ପାସ୍ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ସ୍ନିଗ୍ଧାରାଣୀ।  ଏହି ଘଟଣାରେ ସେ ନ୍ୟାୟିକ ହାଜତରେ ୪୮ ଘଣ୍ଟାରୁ ଅଧିକ ସମୟ ରହିଥିବାରୁ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ନିର୍ଦ୍ଦେଶ ଅନୁସାରେ ସ୍ନିଗ୍ଧାରାଣୀଙ୍କୁ ନିଲମ୍ବିତ କରାଯାଇଛି ।

ନନ୍ଦପୁର ବିଡ଼ିଓଙ୍କୁ ଆଇସିଡିଏସର ଡ୍ରଇଂ ଅଥରିଟି ଭାବେ ଦାୟିତ୍ୱ  ଦିଆଯାଇଥିବା ବେଳେ ସୁପରଭାଇଜର ମୋନାଲିସା ଖେମୁଣ୍ଡୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ନନ୍ଦପୁର ସିଡିପିଓ ଭାର ତୁଲାଇବେ ବୋଲି କହିଛନ୍ତି କୋରାପୁଟ ଜିଲ୍ଲାପାଳ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story