ନବରଙ୍ଗପୁର କଲେଜ ପରିସରରୁ ଅଚିହ୍ନା ଯବୁକଙ୍କ ମୃତଦେହ ଉଦ୍ଧାର

ନବରଙ୍ଗପୁର: ନବରଙ୍ଗପୁର କଲେଜ ପରିସରରୁ ଆଜି ଜଣେ ଅଚିହ୍ନା ଯବୁକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ କଲେଜର ଛାତ୍ରଛାତ୍ରୀମାନେ  ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ବ୍ୟକ୍ତିର ପରିଚୟ ମିଳିବା ପରେ ମୃତ୍ୟର କାରଣ ଜଣାପଡ଼ିବ ବୋଲି ପୋଲିସ୍ କହିଛି। ଏନେଇ ନବରଙ୍ଗପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

dead

Rakesh Mallick
  • Published: Saturday, 23 July 2016
  • , Updated: 23 July 2016, 12:31 PM IST

Related story