/odisha-reporter/media/post_attachments/uploads/2019/05/National-Eligibility-Cum-Entrance-Test-On-May-20-In-Odisha.jpg)
National-Eligibility-Cum-Entrance-Test-On-May-20-In-Odisha
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ପାଇଁ ଓଡ଼ିଶାରେ ଘୁଞ୍ଚିଲା ଡାକ୍ତରୀ ପାଠ୍ୟକ୍ରମ ପାଇଁ ନିଟ୍ ପ୍ରବେଶିକା ପରୀକ୍ଷା ତାରିଖ। ସାରା ଦେଶରେ ଏହି ପରୀକ୍ଷା ଗତକାଲି ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ିଶାରେ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ।
Advertisment
ପୂର୍ବରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟରେ ମେ ୫ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ଫୋନିରେ ରାଜ୍ୟର ୧୪ଟି ଜିଲ୍ଲା ପ୍ରଭାବିତ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ତାରିଖକୁ ୨୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।
#NEET exam for Odisha will be held on 20th May @CMO_Odisha@HRDMinistrypic.twitter.com/D9lCDPZQQh
— R. Subrahmanyam (@subrahyd) May 6, 2019
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
