Advertisment

୨୦ରେ ହେବ ନିଟ୍‌ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ପାଇଁ ଓଡ଼ିଶାରେ ଘୁଞ୍ଚିଲା ଡାକ୍ତରୀ ପାଠ୍ୟକ୍ରମ ପାଇଁ ନିଟ୍ ପ୍ରବେଶିକା ପରୀକ୍ଷା ତାରିଖ। ସାରା ଦେଶରେ ଏହି ପରୀକ୍ଷା ଗତକାଲି ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ିଶାରେ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ପୂର୍ବରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟରେ ମେ ୫ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ଫୋନିରେ ରାଜ୍ୟର ୧୪ଟି ଜିଲ୍ଲା ପ୍ରଭାବିତ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ତାରିଖକୁ […]

୨୦ରେ ହେବ ନିଟ୍‌ ପ୍ରବେଶିକା ପରୀକ୍ଷା

National-Eligibility-Cum-Entrance-Test-On-May-20-In-Odisha

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ପାଇଁ ଓଡ଼ିଶାରେ ଘୁଞ୍ଚିଲା ଡାକ୍ତରୀ ପାଠ୍ୟକ୍ରମ ପାଇଁ ନିଟ୍ ପ୍ରବେଶିକା ପରୀକ୍ଷା ତାରିଖ। ସାରା ଦେଶରେ ଏହି ପରୀକ୍ଷା ଗତକାଲି ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ିଶାରେ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ।

Advertisment

ପୂର୍ବରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟରେ ମେ ୫ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ଫୋନିରେ ରାଜ୍ୟର ୧୪ଟି ଜିଲ୍ଲା ପ୍ରଭାବିତ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ତାରିଖକୁ ୨୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe