ନ୍ୟାସନାଲ ହେରାଲ୍ଡ ମାମଲା: କଂଗ୍ରେସର ବିକ୍ଷୋଭ ବେଳେ ସୁରକ୍ଷାକର୍ମୀଙ୍କ ସହ ଧସ୍ତାଧସ୍ତି

ଭୁବନେଶ୍ୱର: ନ୍ୟାସନାଲ୍ ହେରାଲ୍ଡ ମାମଲା ବିରୋଧରେ ଓଡ଼ିଶାରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ମିଛ ଅଭିଯୋଗରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଏବଂ ଉପସଭାପତି ରାହୁଲଙ୍କ ବିରୋଧରେ ମାମଲା ଦାଏର ହୋଇଛି ବୋଲି ଦଳ ପକ୍ଷରୁ କୁହାଯାଇଛି। ଏ ନେଇ ଆଜି ବିଧାନସଭା ସମ୍ମୁଖରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ନେତ୍ବତ୍ୱରେ ଦଳର ଶତାଧିକ କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ବିକ୍ଷୋଗକାରୀମାନେ ବ୍ୟାରିକେଡ୍ ଭାଙ୍ଗିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା।

congress-bikhyoba

congress-bikhyoba

Rakesh Mallick
  • Published: Wednesday, 09 December 2015
  • Updated: 09 December 2015, 06:01 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story