ବାଲିଗୁଡ଼ା (ଅଜିତ ନାୟକ): ଗରିବ ଅସହାୟ କୁନି କୁନି ସ୍କୁଲ ପିଲାମାନଙ୍କ ଗହଣରେ ଜାତୀୟ ପ୍ରେସ୍ ଦିବସ ପାଳିଲେ ଗଣମାଧ୍ୟମ ପ୍ରତିନିଧି। କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ପ୍ଲିହେରି ପଞ୍ଚାୟତରେ ଆୟୋଜିତ ହୋଇଥିଲା କାର୍ଯ୍ୟକ୍ରମ। ଏଥିରେ ମୁଖ୍ୟ ଅତିଥିଭାବେ ବରିଷ୍ଠ ଆଇନଜୀବୀ ଉମେଶ କର ଓ ବିଜ୍ଞାନ ଶିକ୍ଷକ ସଞ୍ଜୟ ସାହୁ ଯୋଗଦେଇ ଜାତୀୟ ପ୍ରେସ ଦିବସର ମୂଳ ଲକ୍ଷ୍ୟ ସମ୍ପର୍କରେ ପିଲାମାନଙ୍କୁ ବୁଝାଇଥିଲେ। ମହାମାରୀ କରୋନା ଯୋଗୁ ପିଲାମାନେ ସ୍କୁଲ ନ ଯାଇ ଘରେ ରହିଛନ୍ତି। ସେମାନଙ୍କ ପାଠ ପଢା ପ୍ରଭାବିତ ହୋଇଛି।
ଏହି ଅବସରରେ ପିଲାମାନଙ୍କୁ ପାଠ୍ୟ ଉପକରଣ ସହ ବିସ୍କୁଟ ପ୍ରଦାନ କରାଯାଇଥିଲା। ଅନ୍ୟପଟେ ଜାତୀୟ ପ୍ରେସ ଦିବସକୁ ଏକ ନିଆରା ଢଙ୍ଗରେ ପାଳନ କରାଯାଇଥିବା ଯୋଗୁ ଅତିଥି ଖୁସି ପ୍ରକଟ କରିବା ସହ ସାମ୍ବାଦିକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।