ଭୋଟ୍‌ ଦେଲେ ନବୀନ, ଧର୍ମେନ୍ଦ୍ର ଓ ଅପରାଜିତା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ତେବେ ନେତାମାନେ ନିଜନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତଦାନ କରିଥିବା ବେଳେ ତାଳଚେର ଦେଉଳବେଡ଼ା ତେଲିସାହି ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ପତ୍ନୀ  ନିଜ ମତଦାନ ସାବ୍ୟସ୍ତ […]

678

678

Jyoshna Pradhan
  • Published: Tuesday, 23 April 2019
  • Updated: 23 April 2019, 10:18 AM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।

ତେବେ ନେତାମାନେ ନିଜନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତଦାନ କରିଥିବା ବେଳେ ତାଳଚେର ଦେଉଳବେଡ଼ା ତେଲିସାହି ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ପତ୍ନୀ  ନିଜ ମତଦାନ ସାବ୍ୟସ୍ତ କରିଛନ୍ତି।

ସେହିପରି ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ମଧ୍ୟ ଭୋଟ ଦେଇଛନ୍ତି।

ସେହିପରି ସମ୍ବଲପୁର ଲୋକସଭା ପ୍ରାର୍ଥୀ ନଳିନୀ ପ୍ରଧାନ ନିଜ ଗାଁ ତୁରୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ ସାବ୍ୟସ୍ତ କରିଛନ୍ତି। ଢେଙ୍କାନାଳର ନିଜ ନିର୍ବାଚନମଣ୍ଡଳୀରେ ରୁଦ୍ରମାଧବ ପାଣୀ  ଭୋଟ୍ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story