ଗରିବ, ଖଟିଖିଆ, ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘କରୋନା’ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୨୦୦ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ, ଶ୍ରମିକଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା ହୋଇଛି। ଭିଡିଓ ଜରିଆରେ ପ୍ୟାକେଜ ଘୋଷଣା କରି ମୁଖ୍ୟମନ୍ତ୍ରୀ ଖାଦ୍ୟ ସୁରକ୍ଷା ଯୋଜନାରେ ୩ ମାସର ରାସନ ଆଗୁଆ ମିଳୁଛି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି-“ରାଜ୍ୟର ୯୪ ଲକ୍ଷ ପରିବାରକୁ ୧ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ। ସହାୟତା ବାବଦକୁ ମୋଟ ୯୪୦ […]

naveen-patnik-1

naveen-patnik-1

Manoranjan Sial
  • Published: Friday, 27 March 2020
  • Updated: 27 March 2020, 04:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘କରୋନା’ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୨୦୦ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ, ଶ୍ରମିକଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା ହୋଇଛି। ଭିଡିଓ ଜରିଆରେ ପ୍ୟାକେଜ ଘୋଷଣା କରି ମୁଖ୍ୟମନ୍ତ୍ରୀ ଖାଦ୍ୟ ସୁରକ୍ଷା ଯୋଜନାରେ ୩ ମାସର ରାସନ ଆଗୁଆ ମିଳୁଛି ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି-“ରାଜ୍ୟର ୯୪ ଲକ୍ଷ ପରିବାରକୁ ୧ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ। ସହାୟତା ବାବଦକୁ ମୋଟ ୯୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ସାମାଜିକ ସୁରକ୍ଷାରେ ୪ ମାସର ଭତ୍ତା ହିତାଧିକାରୀଙ୍କୁ ଆଗୁଆ ମିଳୁଛି। ବୃଦ୍ଧବୃଦ୍ଧା, ବିଧବା ଓ ଭିନ୍ନକ୍ଷମଙ୍କୁ ୪ ମାସର ଭତ୍ତା ଆଗୁଆ ମିଳୁଛି। ୪ ମାସର ଆଗୁଆ ଭତ୍ତା ପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟର ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ମଧ୍ୟ ଆର୍ଥିକ ସହାୟତା ମିଳିବ। ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୧୫ ଶହ ଟଙ୍କା ଲେଖାଏଁ ସହାୟତା ମିଳିବ। ନିର୍ମାଣ ଶ୍ରମିକଙ୍କୁ ସହାୟତା ବାବଦରେ ୩୩୦ କୋଟି ଖର୍ଚ୍ଚ ହେବ।”

ସୂଚନାରୁ ପ୍ରକାଶ, ‘କରୋନା’ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏଥିରେ ବେଶୀ ପ୍ରଭାବିତ ହୋଇଥିଲେ ଗରିବ, ଖଟିଖିଆ ଓ ଶ୍ରମିକ। ଲକ୍‌ଡାନ୍‌ଉନ୍‌ ଯୋଗୁ କାମ ମିଳୁନଥିବାରୁ ସେମାନେ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏପରିକି ଖାଇବାକୁ ପାଉନଥିବା ଅଭିଯୋଗ ହେଉଥିଲା। ଏପରିସ୍ଥିତିରେ ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ସାଧାରଣରେ ଦାବି ହେଉଥିଲା। ଯାହାକୁ ଧ୍ୟାନରେ ରଖି ଗତକାଲି କେନ୍ଦ୍ର ସରକାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ଗରିବ, ଖଟିଖିଆ ଓ ଶ୍ରମିକଙ୍କ ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହା ଗରିବଙ୍କ ଆର୍ଥିକ ମେରୁଦଣ୍ଡ ସୁଦୃଢ଼ କରିବାରେ ବେଶ୍‌ ସହାୟକ ହେବ ବୋଲି ଆଶା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story