Advertisment

ନୂଆ ମନ୍ତ୍ରୀଙ୍କୁ ନବୀନ ଦେଲେ ୬ଟି ମନ୍ତ୍ର, ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶପଥ ନେବା ପରେ ନୂଆ ମନ୍ତ୍ରୀଙ୍କୁ ୬ଟି ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶପଥ ଗ୍ରହଣ କରିସାରିବା ପରେ ମନ୍ତ୍ରୀମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ଏହି ସମୟରେ ସେମାନଙ୍କୁ ୬ଟିର ମନ୍ତ୍ର ଦେଇଛନ୍ତି ନବୀନ। ଆଗର ୫ଟି ସହିତ ଯୋଡ଼ି ହୋଇଛି ଆଉ ଗୋଟିଏ ଟି। ଯାହାର ଫୁଲ ଫର୍ମ ଟୁର।  ମୋ ସରକାର କାର୍ଯ୍ୟକ୍ରମରେ ମନ୍ତ୍ରୀମାନେ ରାଜ୍ୟର ବିଭିନ୍ନ ଅଞ୍ଚଳ ଗସ୍ତ କରି ଲୋକଙ୍କ ସମସ୍ୟା […]

ପ୍ରବଳ ବର୍ଷା ଆଶଙ୍କା: ୪ ଜିଲ୍ଲାବାସୀଙ୍କୁ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌

Naveen

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶପଥ ନେବା ପରେ ନୂଆ ମନ୍ତ୍ରୀଙ୍କୁ ୬ଟି ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶପଥ ଗ୍ରହଣ କରିସାରିବା ପରେ ମନ୍ତ୍ରୀମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ଏହି ସମୟରେ ସେମାନଙ୍କୁ ୬ଟିର ମନ୍ତ୍ର ଦେଇଛନ୍ତି ନବୀନ।

Advertisment

ଆଗର ୫ଟି ସହିତ ଯୋଡ଼ି ହୋଇଛି ଆଉ ଗୋଟିଏ ଟି। ଯାହାର ଫୁଲ ଫର୍ମ ଟୁର।  ମୋ ସରକାର କାର୍ଯ୍ୟକ୍ରମରେ ମନ୍ତ୍ରୀମାନେ ରାଜ୍ୟର ବିଭିନ୍ନ ଅଞ୍ଚଳ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିବେ। ଏଥିସହ ତୁରନ୍ତ ତାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ଅନୁସାରେ କାମ କରିବାକୁ ସେ କହିଛନ୍ତି। କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖିବା ସହିତ କୌଣସି ବିବାଦରେ ନ ପଡ଼ିବାକୁ  ମୁଖ୍ୟମନ୍ତ୍ରୀ ସବୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।

ତେଣେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ନୂଆ ଦାୟିତ୍ୱ ମିଳିଛି। ତାଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ କରାଯାଛି। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe