ବିଜେପୁରକୁ ପୁଣି ଠକିଲେ ନବୀନ: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁରରେ ହେବାକୁ ଥିବା ଉପନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ସରକାର ବିଜେପୁର ପାଇଁ ସ୍ୱତ୍ୱନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହା ରାଜ୍ୟ ସରକାରଙ୍କ ପଞ୍ଚମ ପାଳିରେ ପ୍ରଥମ ପ୍ରତାରଣା ବୋଲି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର କହିଛନ୍ତି। ଶ୍ରୀ ମିଶ୍ର କହିଛନ୍ତି ଯେ, ୨୦୧୭ ମସିହାରେ ବିଜେପୁର ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ବାବୁ ବିଜେପୁର ପାଇଁ ଯାହା ପ୍ୟାକେଜ୍ ଘୋଷଣା କରିଥିଲେ, ସେଥିରୁ ଏବେ ଯାଏ କେଉଁ ଗୋଟିଏ ପ୍ରକଳ୍ପର […]

jayanarayan

jayanarayan

Jitendra Garnayak
  • Published: Sunday, 02 June 2019
  • Updated: 02 June 2019, 01:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁରରେ ହେବାକୁ ଥିବା ଉପନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ସରକାର ବିଜେପୁର ପାଇଁ ସ୍ୱତ୍ୱନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହା ରାଜ୍ୟ ସରକାରଙ୍କ ପଞ୍ଚମ ପାଳିରେ ପ୍ରଥମ ପ୍ରତାରଣା ବୋଲି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର କହିଛନ୍ତି।

ଶ୍ରୀ ମିଶ୍ର କହିଛନ୍ତି ଯେ, ୨୦୧୭ ମସିହାରେ ବିଜେପୁର ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ବାବୁ ବିଜେପୁର ପାଇଁ ଯାହା ପ୍ୟାକେଜ୍ ଘୋଷଣା କରିଥିଲେ, ସେଥିରୁ ଏବେ ଯାଏ କେଉଁ ଗୋଟିଏ ପ୍ରକଳ୍ପର କାମ ଆରମ୍ଭ ହୋଇନାହିଁ। ଉପନିର୍ବାଚନ ପୂର୍ବରୁ ଯାହା କହିଥିଲେ ସାଧାରଣ ନିର୍ବାଚନ ପ୍ରଚାରରେ ବି ସେଇ ସମାନ ପ୍ରତିଶ୍ରୁତି ଦୋହରାଇଲେ। ପୂର୍ବରୁ ବାରମ୍ବାର ମିଥ୍ୟା ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବାରେ ମାହିର ଥିବା ନବୀନ ବାବୁ ନିଜେ ବିଜେପୁରରୁ ଲଢ଼ି ଓ ମିଥ୍ୟା ପ୍ରତିଶ୍ରୁତି ଦେଇ ବିଜେପୁରବାସୀଙ୍କୁ ଅପମାନିତ କରି ଚାଲିଛନ୍ତି। ବୋଧହୁଏ ନବୀନବାବୁ ବିଜେପୁର ଆସନ ଛାଡ଼ିବେ ଓ ତାକୁ ଆଖି ଆଗରେ ଏହି ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହା ବିଜେପୁରବାସୀଙ୍କ ପାଇଁ ପ୍ରତାରଣା ସଦୃଶ। ଏହି ପ୍ୟାକେଜ୍‌ରେ ନୂଆ କଥା କିଛି ନାହିଁ। କେବଳ ପୁରୁଣା ଘୋଷଣାକୁ ଆଉ ଥରେ ଘୋଷଣା କରିଛନ୍ତି। କେବଳ ପ୍ୟାକେଜ୍ ଘୋଷଣା କରି ବିଜେପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆଉ କେତେ ଦିନ ପ୍ରତାରଣା କରିବେ ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story