ମୋଦିଙ୍କୁ ଭେଟିଲେ ନବୀନ: ଏହି ସବୁ ବିଷୟରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ୭ ଲୋକକଲ୍ୟାଣ ମାର୍ଗରେ ଏହି ସାକ୍ଷାତ ହୋଇଛି। ମୋଦି ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ। ଏହି ସାକ୍ଷାତ ବେଳେ ଉଭୟଙ୍କ ମଧ୍ୟରେ ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ବାତ୍ୟା ‘ଫୋନି’ କ୍ଷୟକ୍ଷତି ସଂପର୍କରେ ଆଲୋଚନା ସହିତ କେନ୍ଦ୍ରର ସହାୟତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। […]

maxresdefault-15

maxresdefault-15

Jitendra Garnayak
  • Published: Tuesday, 11 June 2019
  • Updated: 11 June 2019, 11:03 AM IST

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ୭ ଲୋକକଲ୍ୟାଣ ମାର୍ଗରେ ଏହି ସାକ୍ଷାତ ହୋଇଛି। ମୋଦି ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ। ଏହି ସାକ୍ଷାତ ବେଳେ ଉଭୟଙ୍କ ମଧ୍ୟରେ ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ।

ବାତ୍ୟା ‘ଫୋନି’ କ୍ଷୟକ୍ଷତି ସଂପର୍କରେ ଆଲୋଚନା ସହିତ କେନ୍ଦ୍ରର ସହାୟତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବେ। ଏହାସହ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ।

ମୋଦି ସରକାର ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ ବୈଠକ ହେଉଛି। ଏହି ବୈଠକରେ ସାମିଲ ହୋଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନବୀନ ଉଠାଇ ପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story