୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ  ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୧ଟା ୫୦ ମିନିଟରେ ସେ ଭୁବନେଶ୍ୱର ଛାଡିବେ।  ୨୫ ତାରିଖ ତଥା ଶନିବାର ଦିନ ଦିଲ୍ଲୀରେ ହେବାକୁ ଥିବା ଆନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୧ଟାରେ ଏହି ବୈଠକ ବସିବ।  ଏହି କାର୍ଯ୍ୟକ୍ରମ ସାରି ମୁଖ୍ୟମନ୍ତ୍ରୀ ୨୬ ତାରିଖ ତଥା ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

Naveen-Patnaik

Rakesh Mallick
  • Published: Friday, 24 November 2017
  • , Updated: 24 November 2017, 06:32 AM IST

Related story