naveen
ନୂଆଦିଲ୍ଲୀ: ଲଗାଣ ବର୍ଷା ପାଇଁ ତେଲେଙ୍ଗାନାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟତଃ ରାଜଧାନୀ ହାଇଦ୍ରାବାଦର ଅନେକ ଅଞ୍ଚଳ ଲଗାଣ ବର୍ଷାରେ ପ୍ରଭାବିତ ହୋଇଛି। ଏହାକୁ ନଜରରେ ଓଡ଼ିଶା ସରକାର ତେଲେଙ୍ଗାନା ସରକାରକୁ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଫିସ ଟ୍ୱିଟ୍ କରି ଏହି ସୂଚନା ଦେଇଛି। ବନ୍ୟାରେ ପାଖାପାଖି ୭୦ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି।
https://twitter.com/SecyChief/status/1318919097996910596
ଅନ୍ୟପଟେ ଲଗାଣ ବର୍ଷା ପ୍ରଭାବରେ ଆନ୍ଧ୍ର ପ୍ରଦେଶରେ ଆନୁମାନିକ ୫ ହଜାର କୋଟି ଟଙ୍କା କ୍ଷତି ହୋଇଥିବା ସୂଚନା ରହିଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା! କଟକ-ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/07/naveen-2.jpg)