ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ମହାନ ନେତ୍ରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଟ୍ୱିଟ କରି ନବୀନ ଲେଖିଛନ୍ତି, ସୁଷମା ଜଣେ ସମ୍ମାନନୀୟା, ସୁଦକ୍ଷା ନେତ୍ରୀ ଥିଲେ । ସାଧାରଣ ଲୋକଙ୍କ ସମସ୍ୟା ଦୂର କରିବାରେ ତାଙ୍କର ଦକ୍ଷତା ସ୍ମରଣୀୟ ଥିଲା। ସୁଷମାଙ୍କ ପରଲୋକ ଭାରତୀୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।