ସୁଷମାଙ୍କ ପରଲୋକ ଭାରତୀୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି : ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ  ସୁଷମା  ସ୍ୱରାଜଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ମହାନ ନେତ୍ରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ କରି ନବୀନ ଲେଖିଛନ୍ତି, ସୁଷମା ଜଣେ ସମ୍ମାନନୀୟା, ସୁଦକ୍ଷା ନେତ୍ରୀ ଥିଲେ । ସାଧାରଣ ଲୋକଙ୍କ ସମସ୍ୟା ଦୂର କରିବାରେ ତାଙ୍କର ଦକ୍ଷତା ସ୍ମରଣୀୟ ଥିଲା। ସୁଷମାଙ୍କ ପରଲୋକ ଭାରତୀୟ […]

naveen-3..

Niharika Rout
  • Published: Wednesday, 07 August 2019
  • , Updated: 07 August 2019, 09:32 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ  ସୁଷମା  ସ୍ୱରାଜଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ମହାନ ନେତ୍ରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଟ୍ୱିଟ କରି ନବୀନ ଲେଖିଛନ୍ତି, ସୁଷମା ଜଣେ ସମ୍ମାନନୀୟା, ସୁଦକ୍ଷା ନେତ୍ରୀ ଥିଲେ । ସାଧାରଣ ଲୋକଙ୍କ ସମସ୍ୟା ଦୂର କରିବାରେ ତାଙ୍କର ଦକ୍ଷତା ସ୍ମରଣୀୟ ଥିଲା। ସୁଷମାଙ୍କ ପରଲୋକ ଭାରତୀୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି।

Related story