ବିଜେପୁରରୁ ନାମାଙ୍କନପତ୍ର ଦାଖଲ କଲେ ନବୀନ

ବରଗଡ଼(ଦୀପକ ଶର୍ମା) : ଆଜି ବିଜେପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ ଭରିଛନ୍ତି। ବିଜେଡି ସଭାପତି ଏଥର ହିଞ୍ଜିଳି ସହ ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି। ଗତ ୨୦ ତାରିଖରେ ସେ ହିଞ୍ଜିଳିରୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି। ଆଜି ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଏହି ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ […]

NAVEEN-PATNAIK-FILES-NOMINATION-PAPERS-FOR-BIJEPUR-SEAT

Manoranjan Sial
  • Published: Monday, 25 March 2019
  • Updated: 25 March 2019, 05:08 PM IST

Sports

Latest News

ବରଗଡ଼(ଦୀପକ ଶର୍ମା) : ଆଜି ବିଜେପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ ଭରିଛନ୍ତି।

ବିଜେଡି ସଭାପତି ଏଥର ହିଞ୍ଜିଳି ସହ ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି। ଗତ ୨୦ ତାରିଖରେ ସେ ହିଞ୍ଜିଳିରୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି।

ଆଜି ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଏହି ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ହେବ। ଏଥିପାଇଁ ଏହି ନିର୍ବାଚନମଣ୍ଡଳୀ ଗୁଡିକରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story