୭୨ତମ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦେଶବ୍ୟାପୀ ୭୨ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ଏନେଇ ସାରା ରାଜ୍ୟ ଉତ୍ସବମୁଖର ହୋଇ ଉଠିଛି। ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟସ୍ତରୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ,“ଆମ ସରକାର ଚାଷୀ, ମହିଳା ଓ ଯୁବକଙ୍କୁ ଗୁରୁତ୍ୱ ଦେଉଛି। ଏମାନଙ୍କୁ ୧ ପ୍ରତିଶତ ସୁଧରେ ଋଣ […]

in

in

Ordigital Desk
  • Published: Wednesday, 15 August 2018
  • Updated: 15 August 2018, 11:08 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦେଶବ୍ୟାପୀ ୭୨ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ଏନେଇ ସାରା ରାଜ୍ୟ ଉତ୍ସବମୁଖର ହୋଇ ଉଠିଛି। ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟସ୍ତରୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ,“ଆମ ସରକାର ଚାଷୀ, ମହିଳା ଓ ଯୁବକଙ୍କୁ ଗୁରୁତ୍ୱ ଦେଉଛି। ଏମାନଙ୍କୁ ୧ ପ୍ରତିଶତ ସୁଧରେ ଋଣ ଦିଆଯାଉଛି।”

ସେ ଆହୁରି କହିଥିଲେ,“ ଆଜିଠୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ ହେଉଛି। କିଏ ସହଯୋଗ କରୁ ବା ନ କରୁ, ଆପଣମାନଙ୍କ ଟଙ୍କା, ଓଡିଶାବାସୀଙ୍କ ଟଙ୍କା ଓ ଆପଣମାନଙ୍କ ସହଯୋଗରେ ଏ ଯୋଜନା କାର୍ଯ୍ୟକାରୀ ହେବ।   ଓଡିଶାର ୭୦ ଲକ୍ଷ ପରିବାର ଉପକାର ପାଇବେ।"

ସେହିପରି ଓଡିଶାରେ ଆୟୋଜିତ 'ଏସିଆନ ଆଥଲେଟିକ ମିଟ'ର ସଫଳତା ପରେ ଆସନ୍ତା ନଭେମ୍ବରରେ 'ବିଶ୍ଵକପ ହକି' ପ୍ରତିଯୋଗିତାର ଆୟୋଜନ ଗର୍ବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story