୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡ ନବକଳେବର କାର୍ଯ୍ୟ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରମୁଣ୍ଡା ବସଷ୍ଟାଣ୍ଡର ନବକଳେବର କାର୍ଯ୍ୟର ସମୀକ୍ଷା କରିଛନ୍ତି। ୧୮୦କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ରୂପ ନେବାକୁ ଥିବା ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର କାର୍ଯ୍ୟ ବୁଲି ଦେଖିବା ସହ ଏହା ଆସନ୍ତା ୧୮ମାସ ମଧ୍ୟରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବରମୁଣ୍ଡା ବସଷ୍ଟାଣ୍ଡକୁ ବୁଲି ଦେଖିବା ସହ ଟର୍ମିନାଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ପ୍ରକଳ୍ପର ଗୋଟିଏ ଭାଗ ଖଣ୍ଡଗିରି […]

naveen-patnik

naveen-patnik

Manoranjan Sial
  • Published: Thursday, 10 December 2020
  • Updated: 10 December 2020, 08:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରମୁଣ୍ଡା ବସଷ୍ଟାଣ୍ଡର ନବକଳେବର କାର୍ଯ୍ୟର ସମୀକ୍ଷା କରିଛନ୍ତି। ୧୮୦କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ରୂପ ନେବାକୁ ଥିବା ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର କାର୍ଯ୍ୟ ବୁଲି ଦେଖିବା ସହ ଏହା ଆସନ୍ତା ୧୮ମାସ ମଧ୍ୟରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବରମୁଣ୍ଡା ବସଷ୍ଟାଣ୍ଡକୁ ବୁଲି ଦେଖିବା ସହ ଟର୍ମିନାଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ପ୍ରକଳ୍ପର ଗୋଟିଏ ଭାଗ ଖଣ୍ଡଗିରି ବସ ଡିପୋ ଓ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ। ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ଇତିମଧ୍ୟରେ ସମ୍ପୂର୍ଣ୍ଣ ହୋଇସାରିଥିବାବେଳେ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଛନ୍ତି। ଉନ୍ନତ ନିର୍ମାଣ କାର୍ଯ୍ୟ ସହ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ।

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ ଭାବେ ଗଢ଼ି ତୋଳିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସେଠାରେ ଯାତ୍ରୀମାନଙ୍କ ପାଇଁ ଆଧୁନିକ ସୁବିଧାସୁଯୋଗ ସହ ବସ୍ ଗୁଡ଼ିକ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଫାଇଭ-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହି କାର୍ଯ୍ୟ ପାଇଁ ମୋଟ ୧୮୦କୋଟି ଟଙ୍କା ଖର୍ଚ୍ଚ ହେବ ଓ ଆସନ୍ତା ୧୮ମାସ ମଧ୍ୟରେ କାର୍ଯ୍ୟ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତବେଳେ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟସଚିବ ଅସିତ୍ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନଙ୍କ ସମେତ ବିଏମସି ଓ କମିଶନରେଟ ପୁଲିସର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story