ନବୀନ ଉଡ଼ାଇଲେ ୩୨ କୋଟି!

ରାଜକୋଷ ପାଣ୍ଠିରେ ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ରାଜ୍ୟର ମନ୍ତ୍ରୀମାନେ ନିଜର ବିମାନରେ ବୁଲିବା ସଉକକୁ ପୂରା କରିଛନ୍ତି। ସରକାରୀ କାର୍ଯ୍ୟ ଆଳରେ ମନଇଚ୍ଛା ବିମାନ ଭଡ଼ାରେ ନେଇଛନ୍ତି ଓ ସେଥିପାଇଁ ରାଜ୍ୟ ଅର୍ଥକୋଷରୁ ଉଡ଼ାଇଛନ୍ତି କୋଟିକୋଟି ଟଙ୍କା। ଦେଖନ୍ତୁ ସ୍ପେଶାଲ ରିପୋର୍ଟ।

Debendra Prusty
  • Published: Wednesday, 15 March 2023
  • Updated: 15 March 2023, 11:53 AM IST

Sports

Latest News

ରାଜକୋଷ ପାଣ୍ଠିରେ ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ରାଜ୍ୟର ମନ୍ତ୍ରୀମାନେ ନିଜର ବିମାନରେ ବୁଲିବା ସଉକକୁ ପୂରା କରିଛନ୍ତି। ସରକାରୀ କାର୍ଯ୍ୟ ଆଳରେ ମନଇଚ୍ଛା ବିମାନ ଭଡ଼ାରେ ନେଇଛନ୍ତି ଓ ସେଥିପାଇଁ ରାଜ୍ୟ ଅର୍ଥକୋଷରୁ ଉଡ଼ାଇଛନ୍ତି କୋଟିକୋଟି ଟଙ୍କା। ଦେଖନ୍ତୁ ସ୍ପେଶାଲ ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos