ଅମିତ୍ ଶାହ ଡାକିଲେ ବୈଠକ, ଯୋଗଦେବେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଚଳିତମାସ ୨୬ତାରିଖରେ ନୂଆଦିଲ୍ଲୀରେ ନକ୍ସଲପ୍ରବଣ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ଏକ ବୈଠକ ଡାକିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଜଣାପଡ଼ିଛି। ସାଧାରଣ ନିର୍ବାଚନ ପରଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଶ୍ରୀ ଶାହଙ୍କ ନିକଟତର ହେବାପାଇଁ କୌଣସି ସୁଯୋଗକୁ ଶ୍ରୀ ପଟ୍ଟନାୟକ ହାତଛଡ଼ା କରୁନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ […]

amit-and-naveen

amit-and-naveen

Manoranjan Sial
  • Published: Tuesday, 20 August 2019
  • Updated: 20 August 2019, 09:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଚଳିତମାସ ୨୬ତାରିଖରେ ନୂଆଦିଲ୍ଲୀରେ ନକ୍ସଲପ୍ରବଣ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ଏକ ବୈଠକ ଡାକିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଜଣାପଡ଼ିଛି। ସାଧାରଣ ନିର୍ବାଚନ ପରଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଶ୍ରୀ ଶାହଙ୍କ ନିକଟତର ହେବାପାଇଁ କୌଣସି ସୁଯୋଗକୁ ଶ୍ରୀ ପଟ୍ଟନାୟକ ହାତଛଡ଼ା କରୁନାହାନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଶାହ ୨୬ତାରିଖରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଡାକିଥିବା ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଶ୍ରୀ ପଟ୍ଟନାୟକ ସାମିଲ ହେବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ଓ ପୁଲିସ ଡିଜି ବିକେ ଶର୍ମା ମଧ୍ୟ ଏହି ଦିନିକିଆ ବୈଠକରେ ଯୋଗଦେବେ। ଏହି ବୈଠକରେ ନକ୍ସଲ ସମସ୍ୟାକୁ ମୂଳପୋଛ କରିବା ପାଇଁ ଆବଶ୍ୟକ ରଣନୀତି ପ୍ରସ୍ତୁତି ନିମନ୍ତେ ନୀତିଗତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବୈଠକରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ ବୋଲି ଜଣାପଡ଼ିଛି।

ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ଏନଡିଏ ସରକାର ଗଠନ ହେବା ପରଠୁ ସମଗ୍ର ଦେଶରେ ନକ୍ସଲ ହିଂସା ଅପେକ୍ଷାକୃତ ହ୍ରାସ ପାଇଛି। ଓଡ଼ିଶାରେ ମଧ୍ୟ ଗତ କିଛିବର୍ଷ ମଧ୍ୟରେ ନକ୍ସଲ ହିଂସା ନିୟନ୍ତ୍ରଣରେ ରହିଛି। ତେଣୁ ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଶ୍ରୀ ପଟ୍ଟନାୟକ ପ୍ରଥମଥର ପାଇଁ ବିଜେପି ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶାହଙ୍କ ସହ ୱାନ ଟୁ ୱାନ୍ କଥାବାର୍ତ୍ତା କରିବାର ସୁଯୋଗ ପାଇବେ।

ଓଡ଼ିଶାରେ ନିଜ ସରକାରକୁ ସୁରକ୍ଷିତ ରଖିବା ଓ ଅସନ୍ତୁଷ୍ଟ ବିଜେଡି ନେତାମାନଙ୍କ ଗତିବିଧି ଉପରେ ଅଙ୍କୁଶ ଲଗାଇବା ପାଇଁ ବିଜେଡି ସୁପ୍ରିମୋ ଏବେ ଜାତୀୟସ୍ତରରେ ବିଜେପି ନେତାମାନଙ୍କ ନିକଟତର ହେବାରେ ଲାଗିଥିବା ଜଣାପଡ଼ିଛି। ଶ୍ରୀ ପଟ୍ଟନାୟକ ଏହି ଗସ୍ତ ସମୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କୁ ଭେଟିବେ ବୋଲି ସୂଚନା ମିଳିଛି। ଅବଶ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତର କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇନଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story