ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଏମ୍‌ସ ଯିବେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ଦିଲ୍ଲୀ ଏମ୍‌ସରେ ରଖାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ପାଇଁ ସେଠାରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଭିଡ଼ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ସେ ଦିଲ୍ଲୀ ଏମ୍ସ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି,“ବାଜପେୟୀଜୀଙ୍କ ଦେହ ବହୁତ ଖରାପ ଅଛି। ତେଣୁ ମୁଁ ତାଙ୍କୁ ଦେଖିବାକୁ ଆଜି ଅପରାହ୍ନରେ ଦିଲ୍ଲୀ ଯାଉଛି। ତାଙ୍କ […]

cmo

cmo

Ordigital Desk
  • Published: Thursday, 16 August 2018
  • Updated: 16 August 2018, 01:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ଦିଲ୍ଲୀ ଏମ୍‌ସରେ ରଖାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ପାଇଁ ସେଠାରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଭିଡ଼ ଲାଗିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ସେ ଦିଲ୍ଲୀ ଏମ୍ସ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି,“ବାଜପେୟୀଜୀଙ୍କ ଦେହ ବହୁତ ଖରାପ ଅଛି। ତେଣୁ ମୁଁ ତାଙ୍କୁ ଦେଖିବାକୁ ଆଜି ଅପରାହ୍ନରେ ଦିଲ୍ଲୀ ଯାଉଛି। ତାଙ୍କ କ୍ୟାବିନେଟ୍‌ରେ ମୁଁ ଥିଲି। ମୁଁ ତାଙ୍କ ସହ ଦୁଇ ବର୍ଷ କାମ କରିଛି।”

ସେ ଆହୁରି କହିଛନ୍ତି,“ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ଶୁଣି ମୁଁ ମର୍ମାହତ। ବାଜପେୟୀ ଜଣେ ମହାନ ନେତା।”

ବାଜପେୟୀଙ୍କୁ ଦିଲ୍ଲୀ ଏମ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଛି। ତାଙ୍କ ଅବସ୍ଥା ଅତି ଗମ୍ଭୀର ଥିବା ନେଇ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି।

କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ, ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ତୈଳ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ବିଜେପିର ବରିଷ୍ଠ ନେତା ଏଲ୍‌.କେ ଆଡ଼ଭାନୀଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଆଜି ସକାଳେ ଏମ୍‌ସ ଯାଇ ବାଜପେୟୀଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story