ବୁଧବାର ଶପଥ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ନିର୍ବାଚନରେ ବିଜେଡିକୁ ଜବରଦସ୍ତ ସଫଳତା ମିଳିଛି। ଆଉ ପଞ୍ଚମଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୨୯ ତାରିଖ ବୁଧବାର ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଚଳିତ ଥରକୁ ମିଶାଇଲେ ସେ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶପଥ ସମାରୋହ ଅନୁଷ୍ଠିତ ହେବ। ସକାଳ ୧୦ଟା ୩୦ ମିନିଟ୍‌ରେ ନବୀନ ଶପଥ ନେବେ ବୋଲି ଜଣାପଡ଼ିଛି। […]

naveenpatnik

naveenpatnik

Tapaswini Nayak
  • Published: Monday, 27 May 2019
  • Updated: 27 May 2019, 02:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ନିର୍ବାଚନରେ ବିଜେଡିକୁ ଜବରଦସ୍ତ ସଫଳତା ମିଳିଛି। ଆଉ ପଞ୍ଚମଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୨୯ ତାରିଖ ବୁଧବାର ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଚଳିତ ଥରକୁ ମିଶାଇଲେ ସେ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶପଥ ସମାରୋହ ଅନୁଷ୍ଠିତ ହେବ। ସକାଳ ୧୦ଟା ୩୦ ମିନିଟ୍‌ରେ ନବୀନ ଶପଥ ନେବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ନବୀନ ଏକକାଳୀନ ହିଞ୍ଜିଳି ଓ ବିଜେପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ସେଠାରୁ ବୃହତ୍ ଭୋଟ୍ ବ୍ୟବଧାନରେ ସେ ବିଜୟୀ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story