ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୋ ପରିବାରରୁ କେହି ବି ରାଜନୀତିକୁ ଆସିବେ ନାହିଁ । ଲୋକେ ସେମାନଙ୍କ ନେତା ବାଛିବେ। ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏକ ଇଂରାଜୀ ଦୈନିକ ଖବରକାଗଜକୁ ସାକ୍ଷାତକାର ଦେଇ ନବୀନ ଏହା କହିଛନ୍ତି। ଗତକାଲି ମଧ୍ୟ ଏକ ଇଂରାଜୀ ନ୍ୟୁଜ୍ଚାନେଲକୁ ସାକ୍ଷାତକାର ଦେଇ ଏ ସଂପର୍କରେ ମତ ରଖିଥିଲେ ନବୀନ ।
ସେ କହିଥିଲେ ବିଜେଡିରୁ ହିଁ ହେବେ ପରବର୍ତ୍ତୀ ଉତ୍ତରାଧିକାରୀ। ଲୋକେ ହିଁ ତାଙ୍କ ଉତ୍ତରାଧିକାରୀ ବାଛିବେ। ତେବେ ପରିବାରରୁ କେହି ରାଜନୀତିକୁ ଆସିବେ ନାହିଁ ବୋଲି ନବୀନଙ୍କ ଆଜିର ପ୍ରତିକ୍ରିୟା ପରେ ତାଙ୍କ ପୁତୁରା ଅରୁଣ ପଟ୍ଟନାୟକଙ୍କ ରାଜନୀତିକୁ ଆସିବା ନେଇ କଳ୍ପନାକଳ୍ପନାରେ ଏକ ପ୍ରକାର ପୂର୍ଣ୍ଣଛେଦ ପଡିଛି। ନବୀନଙ୍କ କହିବା ଅନୁଯାୟୀ ବିଜେଡିରୁ କିଏ ଉତ୍ତରାଧିକାରୀ ହେବେ, ତାହା ସ୍ପଷ୍ଟ ହୋଇନାହିଁ।
ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଉଭୟ ହିଞ୍ଜିଳି ଏବଂ ବିଜେପୁରରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଛନ୍ତି। ତେବେ କେଉଁ ଆସନ ସେ ଛାଡିବେ, ତାହା ସ୍ଥିର କରିନଥିବା ନବୀନ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସାଙ୍ଗ ଦେଲା ବିଶ୍ୱାସରେ ବିଷ, ରାତି ଅଧରେ ମୁଣ୍ଡକୁ ଛେଚିଦେଲା
ସାଙ୍ଗ ଦେଲା ବିଶ୍ୱାସରେ ବିଷ। ରାତି ଅଧରେ ଘଟାଇଲା ନାରକୀୟ କାଣ୍ଡ। ସାଜିଲା ଘାତକ, ନେଇଗଲା ଜୀବନ ।
Crime
ଯୁବକକୁ ପିଟି ପିଟି ମାରିଦେବା ଘଟଣା; ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି।
Crime
ଲୁଟିଲେ; ବ୍ୟାଙ୍କ ଲକରରେ ନିଆଁ ଲଗାଇ ଚମ୍ପଟ ମାରିଲେ
ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇ ହୋଇପଡ଼ିଛି।
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।