ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚମ ଥର ପାଇଁ ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ତେବେ ନବୀନଙ୍କ ଏହି ଶପଥ ସମାରୋହ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜ୍ୟପାଳ ଗଣେଶୀ ଲାଲ ଦିନ ୧୦.୩୦ରେ ଶପଥ ଉତ୍ସବ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଦର୍ଶନୀ ପଡ଼ିଆରେ ୩୦ ପ୍ଲାଟୁନ ଫୋର୍ସ ସହ ୧୦୦ ଅଫିସର ମୁତୟନ ହୋଇଛନ୍ତି।
ପ୍ରଦର୍ଶନୀ ପଡ଼ିଆରେ ଏକ ଓ ଦୁଇ ନମ୍ବର ଗେଟରେ ସ୍ୱତନ୍ତ୍ର ଅତିଥିମାନେ ପ୍ରବେଶ କରିବାର ବ୍ୟବସ୍ଥା ରହିଛି। ୩ ନମ୍ବର ଗେଟ୍ରେ ସାଂସଦ ଓ ବିଧାୟକମାନେ ପ୍ରବେଶ କରିବେ। ୪ ନମ୍ବର ଗେଟ୍ରେ ଅନ୍ୟାନ୍ୟ ନିମନ୍ତ୍ରିତ ଅତିଥିମାନେ ପ୍ରବେଶ କରିବାର ବ୍ୟବସ୍ଥା ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଅନେକ ଅତିଥି ଆସି ପହଞ୍ଚିଗଲେଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।