ଆଉ କିଛି ସମୟ ପରେ ନବୀନଙ୍କ ଶପଥ ଉତ୍ସବ, ପ୍ରଦର୍ଶନୀ ପଡ଼ିଆ ଚଳଚଞ୍ଚଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚମ ଥର ପାଇଁ ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦  ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ତେବେ ନବୀନଙ୍କ ଏହି ଶପଥ ସମାରୋହ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜ୍ୟପାଳ ଗଣେଶୀ  ଲାଲ ଦିନ ୧୦.୩୦ରେ ଶପଥ ଉତ୍ସବ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଦର୍ଶନୀ ପଡ଼ିଆରେ ୩୦ ପ୍ଲାଟୁନ […]

vnn

vnn

Jyoshna Pradhan
  • Published: Wednesday, 29 May 2019
  • Updated: 29 May 2019, 10:43 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚମ ଥର ପାଇଁ ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦  ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ତେବେ ନବୀନଙ୍କ ଏହି ଶପଥ ସମାରୋହ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜ୍ୟପାଳ ଗଣେଶୀ  ଲାଲ ଦିନ ୧୦.୩୦ରେ ଶପଥ ଉତ୍ସବ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଦର୍ଶନୀ ପଡ଼ିଆରେ ୩୦ ପ୍ଲାଟୁନ ଫୋର୍ସ ସହ ୧୦୦ ଅଫିସର ମୁତୟନ ହୋଇଛନ୍ତି।

ପ୍ରଦର୍ଶନୀ ପଡ଼ିଆରେ ଏକ ଓ ଦୁଇ ନମ୍ବର ଗେଟରେ ସ୍ୱତନ୍ତ୍ର ଅତିଥିମାନେ ପ୍ରବେଶ କରିବାର ବ୍ୟବସ୍ଥା ରହିଛି। ୩ ନମ୍ବର ଗେଟ୍‌ରେ ସାଂସଦ ଓ ବିଧାୟକମାନେ ପ୍ରବେଶ କରିବେ। ୪ ନମ୍ବର ଗେଟ୍‌ରେ ଅନ୍ୟାନ୍ୟ ନିମନ୍ତ୍ରିତ ଅତିଥିମାନେ ପ୍ରବେଶ କରିବାର ବ୍ୟବସ୍ଥା ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଅନେକ ଅତିଥି ଆସି ପହଞ୍ଚିଗଲେଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story