ବିଧାୟକଙ୍କୁ ଶାଳୀନତାର ପାଠ ପଢ଼ାଇଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଷୋଡ଼ଶ ବିଧାନସଭାର ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ବିଧାୟକଙ୍କୁ ଶାଳୀନତାର ପାଠ ପଢ଼ାଇଛନ୍ତି। ଏଥିସହ ଶାଳୀନତା ଓ ସରଳ ଜୀବନଯାପନ ପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସାଧାରଣ ଲୋକଙ୍କ ସମସ୍ୟା ଦୂର ପାଇଁ କାମ କର। ଲୋକଙ୍କ […]

cmo

cmo

Jyoshna Pradhan
  • Published: Friday, 13 September 2019
  • Updated: 13 September 2019, 03:22 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଷୋଡ଼ଶ ବିଧାନସଭାର ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି।

ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ବିଧାୟକଙ୍କୁ ଶାଳୀନତାର ପାଠ ପଢ଼ାଇଛନ୍ତି। ଏଥିସହ ଶାଳୀନତା ଓ ସରଳ ଜୀବନଯାପନ ପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସାଧାରଣ ଲୋକଙ୍କ ସମସ୍ୟା ଦୂର ପାଇଁ କାମ କର। ଲୋକଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଆଇନ୍‌ ପ୍ରସ୍ତୁତ ହେବା ଦରକାର। ଲୋକଙ୍କୁ ଆଖି ଆଗରେ ରଖି ସେମାନଙ୍କ ଉନ୍ନତି କରିବା ଶିଖ। ଗଣତନ୍ତ୍ରର ସଫଳତା ଲୋକଙ୍କ ଉପରେ ନିର୍ଭର କରେ। ଜନତା ରିଅଲ୍ ମାଷ୍ଟର ଅଫ୍ ଡେମୋକ୍ରାସି। ଲୋକଙ୍କ ନିକଟତର ହୁଅ, ସେମାନଙ୍କ ଯାବତୀୟ ସମସ୍ୟା ବୁଝ। ଯେତେ ବଡ଼ ପଦବୀରେ ଥିଲେ ମଧ୍ୟ ଲୋକଙ୍କ ହିତ ପାଇଁ କାମ କର।”

ଆଜି ପ୍ରଥମ ଦିନରେ ବିଧାନସଭାର କମିଟି ବ୍ୟବସ୍ଥା ଓ ବୈଧାନିକ ପ୍ରକ୍ରିୟା ଉପରେ ପ୍ରଶିକ୍ଷଣ ଦିଆଯାଉଛି। ଲୋକସଭା ସଚିବାଳୟ ଅଧିକାରୀମାନଙ୍କ ଦ୍ୱାରା ପ୍ରଶିକ୍ଷଣ ଦେଉଛନ୍ତି। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନବନିର୍ବାଚିତ ବିଧାୟକ ଓ ବିଧାୟିକାଙ୍କୁ ଫୋକସ୍‌ ଦିଆଯାଉଛି।

ଆସନ୍ତାକାଲି ଦ୍ୱିତୀୟ ଦିନରେ ବିଧାନସଭାର ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଗୃହରେ ସାର୍ବଜନୀନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ପ୍ରଶ୍ନ ଉପସ୍ଥାପନର ପ୍ରକ୍ରିୟା ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story