ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ସ୍ଥାପନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ପୃକ୍ତ ଅଞ୍ଚଳରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଲାଗି ଲୋକଙ୍କ ଦାବି ଓ ଆନ୍ଦୋଳନ ଚାଲୁ ରହିଛି। ସରକାରୀ ଅଫିସ ଓ କୋର୍ଟ କଚେରୀ ବନ୍ଦ ରହିଛି। ସେ ଦୃଷ୍ଟିରୁ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠିରେ ନିବେଦନ […]

naveen

naveen

Rakesh Mallick
  • Published: Friday, 11 January 2019
  • Updated: 11 January 2019, 08:29 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ସ୍ଥାପନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ପୃକ୍ତ ଅଞ୍ଚଳରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଲାଗି ଲୋକଙ୍କ ଦାବି ଓ ଆନ୍ଦୋଳନ ଚାଲୁ ରହିଛି। ସରକାରୀ ଅଫିସ ଓ କୋର୍ଟ କଚେରୀ ବନ୍ଦ ରହିଛି। ସେ ଦୃଷ୍ଟିରୁ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠିରେ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଉଭୟ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ଥିବା ଦର୍ଶାଇ ପୂର୍ବରୁ ସେ ୩ ଥର ଚିଠି ଲେଖିଛନ୍ତି। ତେଣୁ କେନ୍ଦ୍ର ସରକାର ଏ ସମ୍ପର୍କରେ ତ୍ୱରିତ ପଦକ୍ଷେପ ନେବାକୁ ନିବେଦନ କରାଯାଉଛି।

ସେପଟେ ବେଞ୍ଚ୍ ପ୍ରତିଷ୍ଠା ହେଲେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ନବୀନ ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story