ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ସ୍ଥାପନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ପୃକ୍ତ ଅଞ୍ଚଳରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଲାଗି ଲୋକଙ୍କ ଦାବି ଓ ଆନ୍ଦୋଳନ ଚାଲୁ ରହିଛି। ସରକାରୀ ଅଫିସ ଓ କୋର୍ଟ କଚେରୀ ବନ୍ଦ ରହିଛି। ସେ ଦୃଷ୍ଟିରୁ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠିରେ ନିବେଦନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଉଭୟ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ଥିବା ଦର୍ଶାଇ ପୂର୍ବରୁ ସେ ୩ ଥର ଚିଠି ଲେଖିଛନ୍ତି। ତେଣୁ କେନ୍ଦ୍ର ସରକାର ଏ ସମ୍ପର୍କରେ ତ୍ୱରିତ ପଦକ୍ଷେପ ନେବାକୁ ନିବେଦନ କରାଯାଉଛି।
ସେପଟେ ବେଞ୍ଚ୍ ପ୍ରତିଷ୍ଠା ହେଲେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ନବୀନ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।