ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା କନ୍ଧମାଳର ଜଗା କାଳିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଠି ଲେଖିଛନ୍ତି। ଜଗା କାଳିଆ ସୁସ୍ଥ ହୋଇନଥିବା ଉଲ୍ଲେଖ କରି ସେମାନଙ୍କ ଚିକିତ୍ସା ଏମ୍ସରେ ଜାରି ରଖିବାକୁ ନବୀନ ଚିଠି ଲେଖିଛନ୍ତି। ଚିଠିରେ ନବୀନ ଲେଖିଛନ୍ତି, "ଯେପର୍ଯ୍ୟନ୍ତ ଜଗା କାଳିଆ ସମ୍ପୂର୍ଣ୍ଣ ଫିଟ୍ ନ ହୋଇଛନ୍ତି, ସେ ପର୍ଯ୍ୟନ୍ତ ଚିକିତ୍ସା କରାଯାଉ। ଉଭୟଙ୍କ ଚିକିତ୍ସା ଖର୍ଚ୍ଚ ଦେବାକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ।”
ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବାବେଳେ କନ୍ଧମାଳର ଏହି ଦୁଇ ଶିଶୁ ଜଗା କାଳିଆଙ୍କ ସମ୍ପର୍କରେ ଓଟିଭି ପ୍ରଥମେ ଖବର ପ୍ରସାରଣ କରିଥିଲା। ଏହାପରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇ ଥିଲେ। ଉଭୟଙ୍କୁ ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର କରି ଅଲଗା କରାଯାଇଥିଲା। ବର୍ତ୍ତମାନ ସେମାନେ ସୁସ୍ଥ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।