ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ନକ୍ସଲ

ମାଲକାନଗିରି(ଜିତେନ୍ଦ୍ର ବେଉରା): ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ମାଲକାନଗିରି ସୀମାନ୍ତ ଦାନ୍ତେଓ୍ୱାଡ଼ାରେ ନକ୍ସଲମାନେ ଜଣଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହୁଙ୍ଗା କର୍ମା। ଚାରି ଦିନ ତଳେ ହୁଙ୍ଗାଙ୍କୁ ନକ୍ସଲମାନେ ଅପହରଣ କରି ନେଇଥିଲେ।ପରିବାର ଲୋକେ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସୂଚନା ମିଳିନଥିଲା। ଗତକାଲି ରାତିରେ ବଚେଲି ରେଳ ଷ୍ଟେସନ୍ ନିକଟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ ନକ୍ସଲମାନେ ଏକ ହାତଲେଖା ଚିଠି ଛାଡ଼ି ଯାଇଛନ୍ତି।

maoyttt

maoyttt

Tapaswini Nayak
  • Published: Tuesday, 11 September 2018
  • Updated: 11 September 2018, 08:51 AM IST

Sports

Latest News

ମାଲକାନଗିରି(ଜିତେନ୍ଦ୍ର ବେଉରା): ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ମାଲକାନଗିରି ସୀମାନ୍ତ ଦାନ୍ତେଓ୍ୱାଡ଼ାରେ ନକ୍ସଲମାନେ ଜଣଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହୁଙ୍ଗା କର୍ମା।

ଚାରି ଦିନ ତଳେ ହୁଙ୍ଗାଙ୍କୁ ନକ୍ସଲମାନେ ଅପହରଣ କରି ନେଇଥିଲେ।ପରିବାର ଲୋକେ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସୂଚନା ମିଳିନଥିଲା।

ଗତକାଲି ରାତିରେ ବଚେଲି ରେଳ ଷ୍ଟେସନ୍ ନିକଟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ ନକ୍ସଲମାନେ ଏକ ହାତଲେଖା ଚିଠି ଛାଡ଼ି ଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos