ଚାରୋଟି ଗାଡ଼ି ପୋଡ଼ି ଦେଲେ ନକ୍ସଲ !

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡର ସିମଡେଗା ଜିଲ୍ଲାର ଗୋରା ବାଲିଘାଟରେ ଦୁଇଟି ହାଇୱା ସହିତ ଚାରୋଟି ଗାଡ଼ିକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଛନ୍ତି। ତେବେ ଏହା ନକ୍ସଲମାନଙ୍କ କାମ ବୋଲି କୁହାଯାଉଛି। ନକ୍ସଲମାନେ ମୋଟର ସାଇକେଲ୍‌ରେ ଆସି ଗାଡ଼ି ଜାଳିବା ସହ ଗୁଳି ଫୁଟାଇଥିବା କୁହାଯାଉଛି। ତେବେ ଗାଡ଼ି ଚାଳକମାନେ ଜୀବନ ଭୟରେ ଜଙ୍ଗଲ ଭିତରକୁ ଚାଲି ଯାଇଥିଲେ ବୋଲି ଜଣାପଡ଼ିଛି।  ଅନ୍ୟପକ୍ଷରେ ଏହି ଅଞ୍ଚଳରେ ପୂର୍ବରୁ  ପିଏଲ୍‌ଏଫ୍‌ଆଇ ସଦସ୍ୟ ନିଜ ଉପସ୍ଥିତି ଜାହିର […]

raurkela

raurkela

Jyoshna Pradhan
  • Published: Friday, 07 June 2019
  • Updated: 07 June 2019, 01:51 PM IST

Sports

Latest News

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡର ସିମଡେଗା ଜିଲ୍ଲାର ଗୋରା ବାଲିଘାଟରେ ଦୁଇଟି ହାଇୱା ସହିତ ଚାରୋଟି ଗାଡ଼ିକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଛନ୍ତି। ତେବେ ଏହା ନକ୍ସଲମାନଙ୍କ କାମ ବୋଲି କୁହାଯାଉଛି। ନକ୍ସଲମାନେ ମୋଟର ସାଇକେଲ୍‌ରେ ଆସି ଗାଡ଼ି ଜାଳିବା ସହ ଗୁଳି ଫୁଟାଇଥିବା କୁହାଯାଉଛି। ତେବେ ଗାଡ଼ି ଚାଳକମାନେ ଜୀବନ ଭୟରେ ଜଙ୍ଗଲ ଭିତରକୁ ଚାଲି ଯାଇଥିଲେ ବୋଲି ଜଣାପଡ଼ିଛି। fair

ଅନ୍ୟପକ୍ଷରେ ଏହି ଅଞ୍ଚଳରେ ପୂର୍ବରୁ  ପିଏଲ୍‌ଏଫ୍‌ଆଇ ସଦସ୍ୟ ନିଜ ଉପସ୍ଥିତି ଜାହିର କରିଛନ୍ତି। ଏହି କାଣ୍ଡ କେଉଁ ସଙ୍ଗଠନ ଘଟାଇଛି, ତାହା ସ୍ପଷ୍ଟ ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos