ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ସୁମରବନ୍ଧ ଅଞ୍ଚଳରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଏସ୍ଓଜି କମ୍ବିଂ କରୁଥିବା ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ଗୁଳି ବିନିମୟ ହୋଇଛି । ଏଥିରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ବିଳମ୍ବିତ ରାତି ଯାଏ ଏସ୍ଓଜି ସେହି ଅଞ୍ଚଳରେ କମ୍ବିଂ କରିଥିଲେ ।
KKBN ଡିଭିଜନର ୨୫ ଜଣ ମାଓବାଦୀ କ୍ୟାମ୍ପ କରିଥିବାର ଖବର ପାଇ ସୁରକ୍ଷାକର୍ମୀ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଲାଲବାହିନୀ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ନକ୍ସଲମାନେ ଛତ୍ର ଭଙ୍ଗ ଦେଇଥିବା ଏବଂ ସେମାନଙ୍କ କ୍ୟାମ୍ପ ଧ୍ୱଂସ ହୋଇଥିବା କନ୍ଧମାଳ ଏସ୍ପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭାରତରେ ପଶିଲା ଚୀନ୍ ଭାଇରସ୍, ଗୋଟିଏ ଦିନରେ ୩ HMPV ମାମଲା ଚିହ୍ନଟ
ଏହି ଭାଇରସ୍ ଶିଶୁଙ୍କୁ ଅଧିକ ପରିମାଣରେ ଆକ୍ରାନ୍ତ କରୁଛି। ଆଜି ଗୋଟିଏ ଦିନରେ ବେଙ୍ଗାଲୁରୁରେ ୨ ଶିଶୁ ଏବଂ ଅହମ୍ମଦାବାଦରେ ଜଣେ ୨ ମାସର ଶିଶୁ HMPV ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
Crime
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
୨୦୧୮ରେ ଘଟିଥିଲା ବହୁଚର୍ଚ୍ଚିତ ନାରାୟଣ ସତନାମୀ ହତ୍ୟାକାଣ୍ଡ। ଇରଶିଷଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ରୁଜୁ ହୋଇଥିଲା ମାମଲା।
Politics
ବିଜେଡିକୁ ଝଟ୍କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା
ପୌରାଧ୍ୟକ୍ଷା ହୋଇଥିଲେ ବିଜେଡିର ଯାଜ୍ଞସେନି ଓରାମ। ଅଭିଯୋଗରୁ ପ୍ରକାଶ, ପୌରାଧ୍ୟକ୍ଷା ହେବା ପରେ ଯାଜ୍ଞସେନି ଓରାମ ମନମୁଖୀ କାମ କରୁଛନ୍ତି। ଉନ୍ନୟନ ମୂଳକ କାମରେ କାଉନ୍ସିଲଙ୍କୁ ସହଯୋଗ କରୁନାହାନ୍ତି।
Crime
ଜେଜେମାଆ-ନାତୁଣୀଙ୍କୁ ଲୁଟିଲେ, ରାସ୍ତା ପାର୍ଶ୍ୱକୁ ଫିଙ୍ଗିଦେଲେ
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଛତ୍ରପୁର ମେଡ଼ିକାଲ୍ରୁ କୁନ୍ତଳାଙ୍କ ପରିବାର ଲୋକଙ୍କ ପାଖକୁ ଫୋନ୍ କଲ ଆସିଥିଲା। କୁନ୍ତଳା ଓ ସ୍ୱିଟି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ଚେତା ଫେରୁନି ବୋଲି ସୂଚନା ଦିଆଯାଇଥିଲା।
Miscellaneous
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ରାୟଗଡ଼ା ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏହି ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।