କମ୍ବିଂ ବେଳେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ

ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ସୁମରବନ୍ଧ ଅଞ୍ଚଳରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି।  ଏସ୍ଓଜି କମ୍ବିଂ କରୁଥିବା ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ଗୁଳି ବିନିମୟ ହୋଇଛି । ଏଥିରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ବିଳମ୍ବିତ ରାତି ଯାଏ ଏସ୍ଓଜି ସେହି ଅଞ୍ଚଳରେ କମ୍ବିଂ କରିଥିଲେ । KKBN ଡିଭିଜନର ୨୫ ଜଣ ମାଓବାଦୀ କ୍ୟାମ୍ପ କରିଥିବାର ଖବର ପାଇ ସୁରକ୍ଷାକର୍ମୀ ଅପରେସନ ଆରମ୍ଭ କରିଥିଲେ । ଏହି […]

naxal

naxal

Niharika Rout
  • Published: Saturday, 18 January 2020
  • Updated: 18 January 2020, 10:10 AM IST

Sports

Latest News

ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ସୁମରବନ୍ଧ ଅଞ୍ଚଳରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି।  ଏସ୍ଓଜି କମ୍ବିଂ କରୁଥିବା ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ଗୁଳି ବିନିମୟ ହୋଇଛି । ଏଥିରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ବିଳମ୍ବିତ ରାତି ଯାଏ ଏସ୍ଓଜି ସେହି ଅଞ୍ଚଳରେ କମ୍ବିଂ କରିଥିଲେ ।

KKBN ଡିଭିଜନର ୨୫ ଜଣ ମାଓବାଦୀ କ୍ୟାମ୍ପ କରିଥିବାର ଖବର ପାଇ ସୁରକ୍ଷାକର୍ମୀ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଲାଲବାହିନୀ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ନକ୍ସଲମାନେ ଛତ୍ର ଭଙ୍ଗ ଦେଇଥିବା ଏବଂ  ସେମାନଙ୍କ କ୍ୟାମ୍ପ ଧ୍ୱଂସ ହୋଇଥିବା କନ୍ଧମାଳ ଏସ୍‌ପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story