ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କାଲିମେଳା ବସ୍ଷ୍ଟାଣ୍ଡ ସହ ବିଭିନ୍ନ ସ୍ଥାନରେ ଆଜି ନକ୍ସଲ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଥିଲା। ନକ୍ସଲଙ୍କ କାଲିମେଳା ଆଞ୍ଚଳିକ କମିଟି ପକ୍ଷରୁ ଏହି ପୋଷ୍ଟର ଲଗାଯାଇଥିଲା।
ଲୋକସଭା ଓ ବିଧାନସଭା ନିର୍ବାଚନକୁ ବର୍ଜନ କରିବା ପାଇଁ ପୋଷ୍ଟରରେ ଲେଖା ଯାଇଥିଲା। ଏଥିସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶାସନକୁ ଧ୍ୱଂସ କରାଯାଉ ବୋଲି ପୋଷ୍ଟରେ ଉଲ୍ଲେଖ କରାଯାଇଥିଲା।
ନିର୍ବାଚନ ଆଉ କିଛି ଦିନ ବାକି ଥିବା ବେଳେ ନକ୍ସଲମାନେ ପୋଷ୍ଟର ମାଧ୍ୟମରେ ସରକାରଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।