ଆଜିଠୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ

କୋରାପୁଟ(ସୂର୍ଯ୍ୟ ପଣ୍ଡା): ଆଜିଠାରୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ ହେଉଛି। ଏହା ୮  ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ ପାଳନ କରାଯିବ। ପିଏଲଜିଏ ସପ୍ତାହକୁ ଦୃଷ୍ଟିରେ ରଖି ନକ୍ସଲ ପ୍ରବଣ କୋରାପୁଟ ଜିଲ୍ଲାର ନାରାୟଣପାଟଣା, ବନ୍ଧୁଗାଁ,ପଟାଙ୍ଗି ନନ୍ଦପୁର ଓ ପଡ଼ୁଆ ଓ ଲମତପୁଟ ଭଳି ନକ୍ସଲ ପ୍ରବଣ ଅଞ୍ଚଳରେ ପୁଲିସ୍‌ ଓ ଗୁଇନ୍ଦା ବିଭାଗ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି । ଜିଲ୍ଲାର ସମଗ୍ର ପ୍ରବେଶ ପଥରେ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ […]

koraput

koraput

Jyoshna Pradhan
  • Published: Monday, 02 December 2019
  • Updated: 02 December 2019, 08:18 AM IST

Sports

Latest News

କୋରାପୁଟ(ସୂର୍ଯ୍ୟ ପଣ୍ଡା): ଆଜିଠାରୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ ହେଉଛି। ଏହା ୮  ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ ପାଳନ କରାଯିବ। ପିଏଲଜିଏ ସପ୍ତାହକୁ ଦୃଷ୍ଟିରେ ରଖି ନକ୍ସଲ ପ୍ରବଣ କୋରାପୁଟ ଜିଲ୍ଲାର ନାରାୟଣପାଟଣା, ବନ୍ଧୁଗାଁ,ପଟାଙ୍ଗି ନନ୍ଦପୁର ଓ ପଡ଼ୁଆ ଓ ଲମତପୁଟ ଭଳି ନକ୍ସଲ ପ୍ରବଣ ଅଞ୍ଚଳରେ ପୁଲିସ୍‌ ଓ ଗୁଇନ୍ଦା ବିଭାଗ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି ।

ଜିଲ୍ଲାର ସମଗ୍ର ପ୍ରବେଶ ପଥରେ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ବିଏସଫ,CRPF, SOG ପରି ସଶସ୍ତ୍ର ବାହିନୀକୁ ସଜାଗ ରଖା ଯାଇଛି । ଏଥିସହ ପିଏଲଜିଏ ସପ୍ତାହକୁ ଆଖି ଆଗରେ ରଖି ନକ୍ସଲ ପ୍ରଭାବିତ ବିଭିନ୍ନ ରୁଟ୍‌ରେ ସରକାରୀ ବସ୍‌ ଚଳାଚଳ ବନ୍ଦ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story