ଛତ୍ରଭଙ୍ଗ ଦେଲେ ନକ୍ସଲ, ଜବତ ହେଲା ବିସ୍ଫୋରକ ସାମଗ୍ରୀ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡାରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ ହୋଇଛି । ଦନ୍ତେୱାଡାର ଫେରେସାଲ ଜଙ୍ଗଲରେ ଏକ ବଡ ଧରଣର ନକ୍ସଲ  ଶିବିର ଥିବା ସୂଚନା ପାଇ ଛତିଶଗଡ ପୁଲିସ୍‌ ଓ ସିଆରପିଏଫ୍ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା । ପୁଲିସ୍‌କୁ ଦେଖି ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ । ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଓ କିଛି ମାଓ ସାମଗ୍ରୀ ଜବତ ହୋଇଛି ।  ନକ୍ସଲମାନେ ଏକ ବଡ ଧରଣର […]

naxal

naxal

Niharika Rout
  • Published: Wednesday, 14 October 2020
  • Updated: 14 October 2020, 12:07 PM IST

Sports

Latest News

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡାରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ ହୋଇଛି । ଦନ୍ତେୱାଡାର ଫେରେସାଲ ଜଙ୍ଗଲରେ ଏକ ବଡ ଧରଣର ନକ୍ସଲ  ଶିବିର ଥିବା ସୂଚନା ପାଇ ଛତିଶଗଡ ପୁଲିସ୍‌ ଓ ସିଆରପିଏଫ୍ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା ।

ପୁଲିସ୍‌କୁ ଦେଖି ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ । ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଓ କିଛି ମାଓ ସାମଗ୍ରୀ ଜବତ ହୋଇଛି ।  ନକ୍ସଲମାନେ ଏକ ବଡ ଧରଣର ଆକ୍ରମଣ ପାଇଁ ଯୋଜନା କରୁଥିବା ପୁଲିସ୍‌ ଅନୁମାନ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos