ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ନକ୍ସଲମାନେ ବେଶ୍ ସକ୍ରିୟ ହୋଇପଡ଼ିଛନ୍ତି। ବିଭିନ୍ନ ସ୍ଥାନରେ ନକ୍ସଲମାନେ ହିଂସାକଣ୍ଡ କରି ହତ୍ୟା କରିବା , ଗୁଳି ଚଳାଇବା ଆଦି ଜାରି ରଖିଥିବା ବେଳେ ଗତକାଲି ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଥିବା ବିଭିନ୍ନ ଗାଁ ମୁଣ୍ଡରେ ପୋଷ୍ଟର ଓ ବ୍ୟାନର ଆଦି ଲଗାଇଛନ୍ତି । ଏହି ପୋଷ୍ଟର ଓ ବ୍ୟାନରରେ ସରକାରୀ ବିରୋଧୀ ସ୍ଲୋଗାନ ସହ ନିର୍ଵାଚନକୁ ବର୍ଜନ କରିବାକୁ ଆହ୍ୱାନ ଦିଆଯାଇଛି।
ତେବେ ଝାଡ଼ଖଣ୍ଡ ବିଧାନସଭା ପରିପ୍ରେକ୍ଷୀରେ ଉଭୟ ଓଡ଼ିଶା ଏବଂ ଝାଡ଼ଖଣ୍ଡ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିସହ ସିଆରପିଏଫ୍ ଓ ଡିଭିଏଫ୍ ଯବାନଙ୍କୁ ମୁତୟନ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।