ନୟାଗଡ଼: ଅଟୋ ଓଲଟି ୮ ଆହତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ପଙ୍କୁଆ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ୮ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୨ ଜଣ ନାବାଳିକା ଅଛନ୍ତି। ସମସ୍ତ ଆହତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ପଙ୍କୁଆ ଗାଁର। ସେମାନେ ଦଶପଲ୍ଲାରୁ ଲଙ୍କାପୋଡ଼ି ଯାତ୍ରା ଦେଖି ଏକ ଅଟୋରେ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

nayagada-accident

nayagada-accident

Rakesh Mallick
  • Published: Wednesday, 27 April 2016
  • Updated: 28 April 2016, 05:25 AM IST

Sports

Latest News

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ପଙ୍କୁଆ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ୮ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୨ ଜଣ ନାବାଳିକା ଅଛନ୍ତି। ସମସ୍ତ ଆହତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ପଙ୍କୁଆ ଗାଁର। ସେମାନେ ଦଶପଲ୍ଲାରୁ ଲଙ୍କାପୋଡ଼ି ଯାତ୍ରା ଦେଖି ଏକ ଅଟୋରେ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos