ନୟାଗଡ଼: ପୂଜାସାମଗ୍ରୀ ଦୋକାନରେ ବିସ୍ଫୋରଣ, ୩ ଆହତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ ମାଳିସାହି ଛକରେ ଥିବା ଏକ ପୂଜାସାମଗ୍ରୀ ଦୋକାନରେ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଦୋକାନ ମାଲିକଙ୍କ ସହ ୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଦୋକାନ ଘରର ଛାତ ଉଡ଼ି ଯାଇଥିଲା।

ଦୋକାନରେ ଗଚ୍ଛିତ ଥିବା ବାଣ ଉପରେ ଧୂପକାଠି ନିଆଁ ଝୁଲ ପଡ଼ିବାରୁ ଏହି ବିସ୍ଫୋରଣ ଘଟିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିଛି।

ଆହୁରି ପଢ଼ନ୍ତୁ

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?