ହୃଦ୍‌ଘାତରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ, ନିର୍ବାଚନ ବାତିଲ

ନୟାଗଡ଼: ନୟାଗଡ଼ର ୮ ନମ୍ବର ଜିଲ୍ଲା ପରିଷଦ ଜୋନ୍‌ର ପ୍ରାର୍ଥୀ କୈଳାସ ଚନ୍ଦ୍ର ସାହୁଙ୍କର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ମୃତ କୈଳାସଙ୍କ ଘର ଗଣିଆର କରଡ଼ାପଡ଼ାରେ। ସେ ୮ ନମ୍ବର ଜିଲ୍ଲା ପରିଷଦ ଜୋନ୍‌ରୁ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିଲେ। ଗତକାଲି ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି […]

kailash

kailash

Rakesh Mallick
  • Published: Sunday, 05 February 2017
  • Updated: 05 February 2017, 12:42 PM IST

Sports

Latest News

ନୟାଗଡ଼: ନୟାଗଡ଼ର ୮ ନମ୍ବର ଜିଲ୍ଲା ପରିଷଦ ଜୋନ୍‌ର ପ୍ରାର୍ଥୀ କୈଳାସ ଚନ୍ଦ୍ର ସାହୁଙ୍କର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା।

ମୃତ କୈଳାସଙ୍କ ଘର ଗଣିଆର କରଡ଼ାପଡ଼ାରେ। ସେ ୮ ନମ୍ବର ଜିଲ୍ଲା ପରିଷଦ ଜୋନ୍‌ରୁ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିଲେ। ଗତକାଲି ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।

କୈଳାସଙ୍କ ମୃତ୍ୟୁ ଯୋଗୁଁ ୮ ନମ୍ବର ଜିଲ୍ଲା ପରିଷଦ ଆସନ ପାଇଁ ହେବାକୁ ଥିବା ନିର୍ବାଚନକୁ ବାତିଲ କରି ଦିଆଯାଇଛି। ନିର୍ବାଚନ ପରେ ଏନେଇ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story