ନୟାଗଡ଼ ଅବକାରୀ ବିଭାଗ କାର୍ଯ୍ୟାଳୟ ପରିସରରେ ୩ଟି ଗାଡ଼ି ପୋଡ଼ି ଦେଲେ ଦୁର୍ବୃତ୍ତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଅବକାରୀ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ୩ଟି ଗାଡ଼ିକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଛନ୍ତି। ଦୁର୍ବୃତ୍ତମାନେ ବିଭାଗର ଗୋଟିଏ ବୋଲେରୋ, ଜିପ୍‌ ଓ ବାଇକ୍‌ରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କିଏ ଓ କେଉଁ କାରଣରୁ ଏପରି କାଣ୍ଡ ଘଟାଇଛି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ […]

nayagarh-1

nayagarh-1

Rakesh Mallick
  • Published: Wednesday, 09 November 2016
  • Updated: 09 November 2016, 09:58 AM IST

Sports

Latest News

nayagarhନୟାଗଡ଼: ନୟାଗଡ଼ ଜିଲ୍ଲା ଅବକାରୀ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ୩ଟି ଗାଡ଼ିକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଛନ୍ତି। ଦୁର୍ବୃତ୍ତମାନେ ବିଭାଗର ଗୋଟିଏ ବୋଲେରୋ, ଜିପ୍‌ ଓ ବାଇକ୍‌ରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କିଏ ଓ କେଉଁ କାରଣରୁ ଏପରି କାଣ୍ଡ ଘଟାଇଛି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ବେଆଇନ ମଦ ଚାଲାଣକୁ ନେଇ ଚଢାଉ କରାଯାଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କେହି ମଦ ଦୋକାନୀ ମାଲିକ ଏପରି କାଣ୍ଡ ଘଟାଇ ଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story