ଏନ୍‌ସିପିସିଆର୍‌ରେ ହାଜର ହେଲେ ନୟାଗଡ଼ ଜିଲ୍ଲାପାଳ, ଏସ୍‌ପି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)ରେ ହାଜର ହେଲେ ନୟାଗଡ଼ ଜିଲ୍ଲାପାଳ ଓ ଏସ୍‌ପି। ଉଭୟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହାଜର ହୋଇ NCPCRଙ୍କଠାରେ ନିଜ ପକ୍ଷ ରଖିଲେ। ଉଭୟ ଅଧିକାରୀଙ୍କୁ ହାଜର ପାଇଁ ନୋଟିସ କରିଥିଲେ NCPCR। ସେପଟେ ଗତ ୩୦ ତାରିଖରେ ଏନସିପିସିଆର୍ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋଙ୍କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଥିଲେ। ତଦନ୍ତର ଅଗ୍ରଗତି ସହ […]

nayagarh-3

nayagarh-3

Manoranjan Sial
  • Published: Wednesday, 09 December 2020
  • Updated: 09 December 2020, 03:29 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)ରେ ହାଜର ହେଲେ ନୟାଗଡ଼ ଜିଲ୍ଲାପାଳ ଓ ଏସ୍‌ପି। ଉଭୟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହାଜର ହୋଇ NCPCRଙ୍କଠାରେ ନିଜ ପକ୍ଷ ରଖିଲେ। ଉଭୟ ଅଧିକାରୀଙ୍କୁ ହାଜର ପାଇଁ ନୋଟିସ କରିଥିଲେ NCPCR।

ସେପଟେ ଗତ ୩୦ ତାରିଖରେ ଏନସିପିସିଆର୍ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋଙ୍କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଥିଲେ। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୀଡ଼ିତାର ବୟସ ପ୍ରମାଣପତ୍ର, ଏତଲା କପି, ଶବ ବ୍ୟବଚ୍ଛେଦ‌ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏନ୍‌ସିପିସିଆର୍‌।

ସୂଚନାରୁ ପ୍ରକାଶ, ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଥିଲେ। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ତମ୍ୱି ତୋଫାନ୍‌ ପରେ ରାଜ୍ୟ ସରକାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏବେ ଏହି ମାମଲାର ଏସ୍‌ଆଇଟି ତଦନ୍ତ ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story