ଆଜି ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ

ନୟାଗଡ଼( ଆର୍ତ୍ତତ୍ରାଣ ପ୍ରଧାନ): ଆଜି ନୟାଗଡ଼ ବନ୍ଦ । ସକାଳ ୬ଟାରୁ ସଂଧ୍ୟା  ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରୁଛି ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି।ଚିନିକଳ ଶ୍ରମିକ, କର୍ମଚାରୀ ଏବଂ ଚାଷୀଙ୍କ ବକେୟା ରାଶି ଫେରାଇବା ଏବଂ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ କରାଇବା ଦାବିରେ ଆଜି ବନ୍ଦ ପାଳନ କରୁଛି କ୍ରିୟାନୁଷ୍ଠାନ କମିଟି । ଏହି ବନ୍ଦ ପାଳନକୁ ସମର୍ଥନ କରୁଛନ୍ତି ଜିଲ୍ଲାର କୃଷକ,ଶ୍ରମିକ ଆଦି ଅନେକ ସଂଗଠନ। ତେବେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରଥମେ ରେଳରୋକ […]

nayagarh-1-1

nayagarh-1-1

Niharika Rout
  • Published: Friday, 06 March 2020
  • Updated: 06 March 2020, 08:16 AM IST

Sports

Latest News

ନୟାଗଡ଼( ଆର୍ତ୍ତତ୍ରାଣ ପ୍ରଧାନ): ଆଜି ନୟାଗଡ଼ ବନ୍ଦ । ସକାଳ ୬ଟାରୁ ସଂଧ୍ୟା  ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରୁଛି ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି।ଚିନିକଳ ଶ୍ରମିକ, କର୍ମଚାରୀ ଏବଂ ଚାଷୀଙ୍କ ବକେୟା ରାଶି ଫେରାଇବା ଏବଂ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ କରାଇବା ଦାବିରେ ଆଜି ବନ୍ଦ ପାଳନ କରୁଛି କ୍ରିୟାନୁଷ୍ଠାନ କମିଟି ।

ଏହି ବନ୍ଦ ପାଳନକୁ ସମର୍ଥନ କରୁଛନ୍ତି ଜିଲ୍ଲାର କୃଷକ,ଶ୍ରମିକ ଆଦି ଅନେକ ସଂଗଠନ। ତେବେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରଥମେ ରେଳରୋକ ହୋଇଛି । ଏବଂ ସମଗ୍ର ଜିଲ୍ଲାର ସଡକପଥ, ଦୋକାନ,ବଜାର, ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଆଜି ବନ୍ଦ ରହିବ। ଆନ୍ଦୋଳନକାରୀମାନେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ବନ୍ଦ କରିବେ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story