ଭୁବନେଶ୍ୱର: ନ୍ୟାସନାଲ୍ କାଉନସିଲ୍ ଅଫ୍ ଏଜୁକେସନାଲ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ ବା ଏନସିଇଆରଟିର ନୂଆ ନିର୍ଦ୍ଦେଶକ ହେବେ ହୃଷୀକେଶ ସେନାପତି। ସେ ଏବେ ଭୋପାଳସ୍ଥିତ ରିଜଓନାଲ ଇନଷ୍ଟିଚ୍ୟୁଟ ଅଫ୍ ଏଜୁକେସନର ପ୍ରିନସପାଲ ଅଛନ୍ତି। ହୃଷୀକେଶଙ୍କୁ ଏନସିଇଆରଟିର ନିର୍ଦ୍ଦେଶକ ଭାବେ ନିଯୁକ୍ତ ଦେବାକୁ କେନ୍ଦ୍ର ମାନବ ସମ୍ୱଳ ବିକାଶ ମନ୍ତ୍ରାଳୟ ଚୁଡାନ୍ତ ନିଷ୍ପତ୍ତି ନେଇଥିବା ଜଣାପଡିଛି। ନିର୍ଦ୍ଦେଶକ ଚୟନ ନେଇ କେନ୍ଦ୍ର ସରକାର ଗଠନ କରିଥିବା କମିଟି ଦୁଇ ଜଣଙ୍କୁ ଚୟନ କରିଥିଲା।ଦୁଇ ଜଣ ହେଲେ ହୃଷିକେଶ ସେନାପତି ଏବଂ ଲକ୍ଷ୍ନୋ ବିଶ୍ୱବିଦ୍ୟାଳୟର ପ୍ରଫେସର ଅନିଲ ଶୁକ୍ଲା।ତେବେ ବରିଷ୍ଠତା ଏବଂ ଅଭିଜ୍ଞତା ଦୃଷ୍ଟିରୁ ହୃଷିକେଶ ସେନାପତିଙ୍କୁ ଏହି ପଦବୀରେ ନିଯୁକ୍ତ କରିବାକୁ କେନ୍ଦ୍ର ସରକାରନ ନିଷ୍ପତ୍ତି ନେଇଥିବା ଜଣାପଡିଛି।ହୃଷିକେଶ ସେନାପତି ଭୁବନେଶ୍ୱର ବିଜେବି କଲେଜ, ରେଭନସା କଲେଜରୁ ଶିକ୍ଷାଲାଭ କରିବା ପରେ ଇନ୍ଦୋରର ଦେବୀ ଆହିଲ୍ୟା ବିଶ୍ୱବିଦ୍ୟାଳୟରୁ ଉଚ୍ଚଶିକ୍ଷା ଲାଭ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।