ପରୀ ହତ୍ୟାର ତଦନ୍ତ ପାଇଁ କେନ୍ଦ୍ରୀୟ ସଂସ୍ଥାକୁ ସୁପାରିସ୍ ହେଉ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରୀ ହତ୍ୟାର ତଦନ୍ତ ପାଇଁ କେନ୍ଦ୍ରୀୟ ସଂସ୍ଥାକୁ ସୁପାରିସ୍ ପରାମର୍ଶ ଦିଆଯାଇଛି। କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ତଦନ୍ତ ପାଇଁ NCPCRଙ୍କ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ କେନ୍ଦ୍ରୀୟ ତଦନ୍ତ ସୁପାରିସ୍ ପାଇଁ କୁହାଯାଇଛି। SIT ତଦନ୍ତରେ ଅସନ୍ତୋଷ ପ୍ରକାଶ କଲେ NCPCR। ରାଜ୍ୟ ସରକାର କେନ୍ଦ୍ରୀୟ ତଦନ୍ତ ସୁପାରିସ କରନ୍ତୁ ବୋଲି ଲେଖିଲେ। ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି। ତଦନ୍ତରେ ତ୍ରୁଟି ପାଇଁ ରାଜ୍ୟ ସରକାର କାଯର୍ୟାନୁଷ୍ଠାନ […]

pari

pari

Tapas Behera
  • Published: Saturday, 19 December 2020
  • Updated: 19 December 2020, 06:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରୀ ହତ୍ୟାର ତଦନ୍ତ ପାଇଁ କେନ୍ଦ୍ରୀୟ ସଂସ୍ଥାକୁ ସୁପାରିସ୍ ପରାମର୍ଶ ଦିଆଯାଇଛି। କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ତଦନ୍ତ ପାଇଁ NCPCRଙ୍କ ପରାମର୍ଶ ଦେଇଛନ୍ତି।

ବର୍ତ୍ତମାନ ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ କେନ୍ଦ୍ରୀୟ ତଦନ୍ତ ସୁପାରିସ୍ ପାଇଁ କୁହାଯାଇଛି। SIT ତଦନ୍ତରେ ଅସନ୍ତୋଷ ପ୍ରକାଶ କଲେ NCPCR। ରାଜ୍ୟ ସରକାର କେନ୍ଦ୍ରୀୟ ତଦନ୍ତ ସୁପାରିସ କରନ୍ତୁ ବୋଲି ଲେଖିଲେ। ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି। ତଦନ୍ତରେ ତ୍ରୁଟି ପାଇଁ ରାଜ୍ୟ ସରକାର କାଯର୍ୟାନୁଷ୍ଠାନ ନିଅନ୍ତୁ ବୋଲି  NCPCR କହିଛନ୍ତି। ପରୀ ହତ୍ୟା ନେଇ NCPCRଙ୍କୁ ଅଭିଯୋଗ କରିଥିଲେ ସମ୍ବିତ ପାତ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story