ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରୀ ହତ୍ୟାର ତଦନ୍ତ ପାଇଁ କେନ୍ଦ୍ରୀୟ ସଂସ୍ଥାକୁ ସୁପାରିସ୍ ପରାମର୍ଶ ଦିଆଯାଇଛି। କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ତଦନ୍ତ ପାଇଁ NCPCRଙ୍କ ପରାମର୍ଶ ଦେଇଛନ୍ତି।
ବର୍ତ୍ତମାନ ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ କେନ୍ଦ୍ରୀୟ ତଦନ୍ତ ସୁପାରିସ୍ ପାଇଁ କୁହାଯାଇଛି। SIT ତଦନ୍ତରେ ଅସନ୍ତୋଷ ପ୍ରକାଶ କଲେ NCPCR। ରାଜ୍ୟ ସରକାର କେନ୍ଦ୍ରୀୟ ତଦନ୍ତ ସୁପାରିସ କରନ୍ତୁ ବୋଲି ଲେଖିଲେ। ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି। ତଦନ୍ତରେ ତ୍ରୁଟି ପାଇଁ ରାଜ୍ୟ ସରକାର କାଯର୍ୟାନୁଷ୍ଠାନ ନିଅନ୍ତୁ ବୋଲି NCPCR କହିଛନ୍ତି। ପରୀ ହତ୍ୟା ନେଇ NCPCRଙ୍କୁ ଅଭିଯୋଗ କରିଥିଲେ ସମ୍ବିତ ପାତ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।