ବାତ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ବାଲେଶ୍ୱର ଜିଲ୍ଲା ପ୍ରଶାସନ ମଧ୍ୟ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ବ୍ଲକ୍‌ସ୍ତରୀୟ ଅଧିକାରୀଙ୍କ ସହ ଜିଲ୍ଲାପାଳ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। ମୁଖ୍ୟତଃ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ […]

odraf-1-1-1

odraf-1-1-1

Niharika Rout
  • Published: Friday, 08 November 2019
  • Updated: 08 November 2019, 01:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି।

ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ବାଲେଶ୍ୱର ଜିଲ୍ଲା ପ୍ରଶାସନ ମଧ୍ୟ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ବ୍ଲକ୍‌ସ୍ତରୀୟ ଅଧିକାରୀଙ୍କ ସହ ଜିଲ୍ଲାପାଳ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। ମୁଖ୍ୟତଃ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଉପରେ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଲୋକଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବାଲେଶ୍ୱର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ଓ ୫ଟି ଏନ୍‌ଡିଆର୍‌ଫ୍‌ ଟିମ୍‌କୁ ମୁତୟନ କରାଯାଇଛି। ଏଥିସହ ଅଗ୍ନିଶମ ବାହିନୀ ମଧ୍ୟ ସଜାଗ ରହିଛି। ସେପଟେ ଭଦ୍ରକରେ ୨ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପହଞ୍ଚିଛନ୍ତି।

ଖାଲି ବାଲେଶ୍ୱର, ଭଦ୍ରକ ନୁହେଁ ଜଗତସିଂହପୁରରେ ମଧ୍ୟ ଏନ୍‌ଡିଆର୍‌ଫ୍‌ ଟିମ୍‌ ପହଞ୍ଚିଛନ୍ତି। ଏନ୍‌ଡିଆର୍‌ଫ୍‌ ଇନ୍ସପେକ୍ଟର ଚଣ୍ଡେଶ୍ୱର ପ୍ରସାଦଙ୍କ ନେତୃତ୍ୱରେ ୨୫ଜଣିଆ ଟିମ୍ ଜଗତସିଂହପୁରରେ ପହଞ୍ଚିଛନ୍ତି। ଏଥିସହ ଜିଲ୍ଲାରେ ଥିବା ଓଡ୍ରାଫ୍ ଓ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story