ବୁଲ୍‌ବୁଲ୍‌ ଅଘଟଣ: ଏନ୍‌ଡିଆରଏଫ୍‌ ଟିମ୍ ମୁଖ୍ୟ ଗୁରୁତର

ଭଦ୍ରକ(ଓଡ଼ିଶା ରିପୋର୍ଟର): ଏନ୍‌ଡିଆରଏଫ୍‌ ଟିମ୍ ହେଡ଼୍ ମନୋରଞ୍ଜନ ପ୍ରସାଦଙ୍କ ଅବସ୍ଥା ଗୁରୁତର । ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ମନୋରଞ୍ଜନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସୂଚନା ମୁତାବକ ,ବାତ୍ୟା ବୁଲ୍‌ବୁଲ୍‌ରେ ଭଦ୍ରକ ନାୟକଣିଡିହ ପୁଲିସ ଷ୍ଟେସନ୍‌ରେ ଗଛ ଭାଙ୍ଗି ପଡିଥିଲା। ଏନ୍‌ଡିଆର୍‌ଏଫ୍ ଟିମ୍ ଆସି ଗଛ ଗୁଡିକ କାଟି ସଫା କରୁଥିବା ବେଳେ ହଠାତ୍ ମନୋରଞ୍ଜନଙ୍କ ମୁଣ୍ଡ ଉପରେ LT ଖୁଣ୍ଟି ଭାଙ୍ଗି ପଡିଥିଲା। ଆଜି ସଙ୍କଟାପନ୍ନ ଅବସ୍ଥାରେ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। […]

ndrf-chief-1

ndrf-chief-1

Tapas Behera
  • Published: Sunday, 10 November 2019
  • Updated: 10 November 2019, 04:39 PM IST

Sports

Latest News

ଭଦ୍ରକ(ଓଡ଼ିଶା ରିପୋର୍ଟର): ଏନ୍‌ଡିଆରଏଫ୍‌ ଟିମ୍ ହେଡ଼୍ ମନୋରଞ୍ଜନ ପ୍ରସାଦଙ୍କ ଅବସ୍ଥା ଗୁରୁତର । ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ମନୋରଞ୍ଜନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।

ସୂଚନା ମୁତାବକ ,ବାତ୍ୟା ବୁଲ୍‌ବୁଲ୍‌ରେ ଭଦ୍ରକ ନାୟକଣିଡିହ ପୁଲିସ ଷ୍ଟେସନ୍‌ରେ ଗଛ ଭାଙ୍ଗି ପଡିଥିଲା। ଏନ୍‌ଡିଆର୍‌ଏଫ୍ ଟିମ୍ ଆସି ଗଛ ଗୁଡିକ କାଟି ସଫା କରୁଥିବା ବେଳେ ହଠାତ୍ ମନୋରଞ୍ଜନଙ୍କ ମୁଣ୍ଡ ଉପରେ LT ଖୁଣ୍ଟି ଭାଙ୍ଗି ପଡିଥିଲା।

ଆଜି ସଙ୍କଟାପନ୍ନ ଅବସ୍ଥାରେ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଏନ୍‌ଡିଆରଏଫ୍ ଡିଜି ସତ୍ୟନାରାୟଣ ପ୍ରଧାନ ତାଙ୍କର ଆରୋଗ୍ୟ କାମନା କରି ଟ୍ୱିଟ୍ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos