ଭୟାବହ ଅଗ୍ନିକାଣ୍ଡ: ଜଳିଗଲେ ୪ ଗୋରୁ, ୨୫ରୁ ଅଧିକ ଛେଳି

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଜୁରାଗଡ଼ିଆ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଗାଁର ଅମରେନ୍ଦ୍ର ପାଲଙ୍କ ଘରେ ନିଆଁ ଲାଗି ଯାଇଥିଲା। ଫଳରେ ତାଙ୍କ ଦୁଇ ବଖରା ଘର ସହ ଧାନ ଜଳି ଯାଇଛି। ଏଥିସହ ନିଆଁରେ ଚାରୋଟି ଗୋରୁ ଓ ୨୫ରୁ ଅଧିକ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅମରେନ୍ଦ୍ରଙ୍କ ଘରେ ନିଆଁ ଲାଗିବା ଦେଖି ଗାଁ ଲୋକେ ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମବାହିନୀ ଆସି ନିଆଁକୁ […]

fire

fire

Jitendra Garnayak
  • Published: Sunday, 30 December 2018
  • Updated: 30 December 2018, 09:35 AM IST

Sports

Latest News

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଜୁରାଗଡ଼ିଆ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଗାଁର ଅମରେନ୍ଦ୍ର ପାଲଙ୍କ ଘରେ ନିଆଁ ଲାଗି ଯାଇଥିଲା। ଫଳରେ ତାଙ୍କ ଦୁଇ ବଖରା ଘର ସହ ଧାନ ଜଳି ଯାଇଛି। ଏଥିସହ ନିଆଁରେ ଚାରୋଟି ଗୋରୁ ଓ ୨୫ରୁ ଅଧିକ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।

ଅମରେନ୍ଦ୍ରଙ୍କ ଘରେ ନିଆଁ ଲାଗିବା ଦେଖି ଗାଁ ଲୋକେ ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ ସେତେବେଳକୁ ସବୁ ପୋଡ଼ି ଛାରଖାର ହୋଇସାରିଥିଲା।

ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story