ବାତ୍ୟା ଯୋଗୁ ଘୁଞ୍ଚିଲା ନିଟ୍ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ହେବାକୁ ଥିବା ନ୍ୟାସ୍‌ନାଲ୍‌ ଏଲିଜିବିଲିଟି ଆଣ୍ଡ ଏଣ୍ଟ୍ରାନ୍ସ ଟେଷ୍ଟ୍‌ (ନିଟ୍) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅତି ଭୟଙ୍କର ସାମୁଦ୍ରିକ ଝଡ଼ ‘ଫୋନି’ ଜନିତ କ୍ଷୟକ୍ଷତି ଯୋଗୁ ରାଜ୍ୟ ସରକାର ଓ ବିଭିନ୍ନ ବିଭାଗ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଏଭଳି ସ୍ଥିତିରେ ନିଟ୍ ପରୀକ୍ଷା ଆୟୋଜନ କରାଯିବା କଷ୍ଟକର। ତେଣୁ ବର୍ତ୍ତମାନ ପାଇଁ ପରୀକ୍ଷା ସ୍ଥଗିତ ରଖିବାକୁ ରାଜ୍ୟ ସରକାରଙ୍କ ଅନୁରୋଧ ପରେ ଏହାକୁ ସ୍ଥଗିତ ରଖାଯାଇଛି। ଓଡ଼ିଶାରେ ପୁଣି […]

exam1

exam1

Jitendra Garnayak
  • Published: Sunday, 05 May 2019
  • Updated: 05 May 2019, 10:23 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ହେବାକୁ ଥିବା ନ୍ୟାସ୍‌ନାଲ୍‌ ଏଲିଜିବିଲିଟି ଆଣ୍ଡ ଏଣ୍ଟ୍ରାନ୍ସ ଟେଷ୍ଟ୍‌ (ନିଟ୍) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅତି ଭୟଙ୍କର ସାମୁଦ୍ରିକ ଝଡ଼ ‘ଫୋନି’ ଜନିତ କ୍ଷୟକ୍ଷତି ଯୋଗୁ ରାଜ୍ୟ ସରକାର ଓ ବିଭିନ୍ନ ବିଭାଗ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଏଭଳି ସ୍ଥିତିରେ ନିଟ୍ ପରୀକ୍ଷା ଆୟୋଜନ କରାଯିବା କଷ୍ଟକର। ତେଣୁ ବର୍ତ୍ତମାନ ପାଇଁ ପରୀକ୍ଷା ସ୍ଥଗିତ ରଖିବାକୁ ରାଜ୍ୟ ସରକାରଙ୍କ ଅନୁରୋଧ ପରେ ଏହାକୁ ସ୍ଥଗିତ ରଖାଯାଇଛି। ଓଡ଼ିଶାରେ ପୁଣି କେବେ ଏହି ପରୀକ୍ଷା ହେବ, ସେ ନେଇ ଖୁବଶୀଘ୍ର ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story